-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ରାଜ୍ୟ

ସିଭିଲ କୋର୍ଟ ପରିସରରେ ପେପରଲେସ୍ କୋର୍ଟ ର ଶୁଭାରମ୍ଭ

30-Nov-2023



ବଲାଙ୍ଗୀର(ପ୍ରେରଣା ଖବର): ମାନ୍ୟବର ଓଡ଼ିଶା ହାଇକୋର୍ଟ ଙ୍କ ନିର୍ଦ୍ଦେଶରେ ଆଜି ସ୍ଥାନୀୟ ସିଭିଲ କୋର୍ଟରେ ଥିବା ପୋକ୍‌ସୋ କୋର୍ଟ ଏବଂ ଏଲ୍ ଆର୍   କୋର୍ଟ ପରିସରରେ ପେପରଲେସ୍ କୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ଲୋକଙ୍କୁ ତ୍ଵରିତ ନ୍ୟାୟ  ପ୍ରଦାନ କରିବା,ସ୍ୱଳ୍ପ ସମୟ ମଧ୍ୟରେ ମୁକଦ୍ଦମାର ଫଇସଲା ତଥା କୋର୍ଟ କାମର ସରଳୀକରଣ ପାଇଁ ଏହି କୋର୍ଟ ବିଶେଷ ସହାୟକ ହୋଇ ପାରିବ ବୋଲି କୁହାଯାଇଛି । ଏଥିଯୋଗୁଁ ଉଭୟ ଓକିଲ ଓ ମହକିଲ ମାନେ ଲାଭାନ୍ୱିତ ହେବେ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ ସୂଚନା ଦେଇଛନ୍ତି ।  ଏଥିରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶ୍ରୀ ବି.ଆର୍ ଷଡଙ୍ଗୀ  ଓ ଜଷ୍ଟିସ ସାବିତ୍ରୀ ରାଥୋ ଯୋଗ ଦେଇ ଭର୍ଚୁଆଲ ମାଧ୍ୟମରେ ପେପରଲେସ୍ କୋର୍ଟ ର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଜିଲ୍ଲା ଦୌରା ଜଜ୍ ଲଲାଟେନ୍ଦୁ ଜେନା, ପୋକସୋ ଜଜ ଗୋପବନ୍ଧୁ ଗଡନାୟକଙ୍କ ସମେତ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ, ସିଭିଲ କୋର୍ଟର ସମସ୍ତ ବିଚାରପତି ଓ  ଅନ୍ୟ ଓକିଲ ମାନେ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like