-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ଠାରେ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ*

30-Nov-2023



ନବରଙ୍ଗପୁର(-ମିହିର ଶଙ୍କର ପାତ୍ର)
 ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଘରେ ଘରେ ଲକ୍ଷ୍ମୀ ବସ୍ ର  ଭର୍ଚୁଆଲ ମାଧ୍ୟମରେ ନବରଙ୍ଗପୁର ଜିଲ୍ଲାରେ ଶୁଭାରମ୍ଭ ହୋଇଯାଇଛି! ପ୍ରଥମ ପର୍ଯ୍ୟୟରେ ୪୨ ଗୋଟି ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ ହୋଇଯାଇଛି! ଲକ୍ଷ୍ମୀ ଯୋଜନାର ପ୍ରମୁଖ ବୈଶିଷ୍ଟ୍ୟ ହେଲା ଗ୍ରାମାଞ୍ଚଳରୁ ସହରାଞ୍ଚଳ କୁ ସୁନିଶ୍ଚିତ ବସ୍ ସଂଯୋଗ କରିବା, ସୁଲଭ ଓ ନିର୍ଭରଯୋଗ୍ୟ ସେବା, ମହିଳା ଓ ଛାତ୍ର ଛାତ୍ରି ଏବଂ ସ୍ଥାନୀୟ ସମ୍ପ୍ରଦାୟଙ୍କୁ ସଶକ୍ତ କରଣ କରିବା, ପର୍ଯ୍ୟଟନ ଏବଂ ଆଞ୍ଚଳିକ ଅର୍ଥ ବ୍ୟବସ୍ଥା କୁ ପ୍ରୋତ୍ସହନ କରିବା, ଯାତ୍ରୀ ଏବଂ ସଡ଼କ ସୁରକ୍ଷାକୁ ଗୁରୁତ୍ଵ ଦେବା, ସ୍ଵଛ ଏବଂ ବୈଷୟିକ ଜ୍ଞାନକୌଶଳ ଦ୍ଵାରା ପରିଚାଳିତ ସାଧାରଣ ପରିବହନ ଓ ମହିଳା ମାନଙ୍କୁ ପଞ୍ଚାୟତରୁ ବ୍ଲକକୁ ଯିବା ଆସିବା ପାଇଁ ମାତ୍ର ୫ଟଙ୍କା କରାଯାଇଛି! ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଥିଲେ  ପରିବହନ ଓ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ସାଂସଦ ରମେଶ ଚନ୍ଦ୍ର ମାଝୀ, ଯୋଜନା ବୋର୍ଡ଼ ଅଧ୍ୟକ୍ଷ ମନହର  ରନ୍ଧାରୀ, ବିଧାୟକ ଶଦାଶିବ ପ୍ରଧାନୀ, ପ୍ରକାଶ ଚନ୍ଦ୍ରମାଝୀ, SDC chairman ଉପେନ୍ଦ୍ର ଗଣ୍ଡ, ଉଷା ପାଢୀ , ଜିଲ୍ଲାପାଳ ଡ଼ଃ କମଳଲୋଚନ ମିଶ୍ର ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ!


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like