-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟ ରେ ବିଶ୍ୱ ଏଡ଼ସ ଦିବସ ପାଳିତ

01-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସବୁବର୍ଷ ଭଳି ଏ ବର୍ଷ ମଧ୍ୟ ଲୋଇସିଂହା ମହାବିଦ୍ୟାଳୟ ରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି l ଆଜି ସକାଳ 10 ଘଣ୍ଟା ସମୟରେ ଶତାଧିକ ସ୍ୱଚ୍ଛାସେବୀ ଓ ଛାତ୍ରଛାତ୍ର ଙ୍କୁ ନେଇ ଏଡ଼ସ ଉପରେ ଏକ ସଚେତନତା ମୂଳକ ଶୋଭାଯାତ୍ରା କରାଯାଇଥିଲା l ଏହି ଶୋଭାଯାତ୍ରା ରେ ମହାବିଦ୍ୟାଳୟ ର ଅଧ୍ୟାପକ ଏବଂ ଅଧ୍ୟାପିକା ମାନେ ଅଂଶଗ୍ରହଣ କରିଥିଲେ l ଶୋଭାଯାତ୍ରା ପରେ ସକାଳ 11 ଘଣ୍ଟା ସମୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ସଭାପତି ଥିଲେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀମାନ ଗୋବିନ୍ଦ ଚନ୍ଦ୍ର ସାହୁ l ରିଶୋର୍ସ ପାର୍ସନ ଭାବରେ ଯୋଗଦାନ କରିଥିଲେ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ପିଏଚଇଓ ଶ୍ରୀମାନ ରମେଶ ଚନ୍ଦ୍ର ସାହୁ ଏବଂ ଆଇସିଟିସି କାଉନ୍ସେଲର ଶ୍ରୀମାନ ଖଗେଶ୍ୱର ଗଡ଼ତ୍ୟା l ସଭା ର ପରିଣତି ଆଡକୁ ରିସୋର୍ସ ପାର୍ସନ ମାନଙ୍କୁ ଉପଢୌକନ ପ୍ରଦାନ କରାଯାଇ ସମ୍ମାନିତ କରାଗଲା ମହାବିଦ୍ୟାଳୟ ର ଅଧ୍ୟକ୍ଷ ଙ୍କ ଦ୍ୱାରା l ପରିଶେଷରେ ଇଂରାଜୀ ବିଭାଗ ର ଅଧ୍ୟାପକ ମାନସ ରଞ୍ଜନ କୁମାର ଧନ୍ୟବାଦ ଅର୍ପଣ କରିଥିଲେ l ସଭା ମଧ୍ୟରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରେ ଛାତ୍ରଛତ୍ରୀ ମାନେ ନିଜର ପ୍ରଶ୍ନ ପଚାରିବା ବେଳେ ରିସୋର୍ସ ପାର୍ସନ ସେହି ନିର୍ଦ୍ଧିଷ୍ଟ ପ୍ରଶ୍ନ ଗୁଡିକର ଉତ୍ତର ପ୍ରଦାନ କରି ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026

You Might Also Like