-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||     

HOME   ଜିଲ୍ଲା

ସଚେତନତା ଶୋଭାଯାତ୍ରା ଓ ସଚେତନତା ରଥ ପରିକ୍ରମାରୁ ସପ୍ତାହ ପାଳନ ଶୁଭାରମ୍ଭ: ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶୂନ୍ୟ ମୃତ୍ୟୁକୁ ଗୁରୁତ୍ୱାରୋପ, ସଡ଼କ ସୁରକ୍ଷା ନିୟମର କଡାକଡି ପାଳନ କରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ

01-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଜିଲ୍ଲାରେ ଦୁର୍ଘଟଣାଜନିତ ଶୂନ୍ୟମୃତ୍ୟୁ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସୁବର୍ଣ୍ଣପୁର ଠାରେ ଏକ ସଚେତନତା ରଥ ଓ ଶୋଭାଯାତ୍ରାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ I ଏହି ରଥ ସପ୍ତାହବ୍ୟାପୀ ଜିଲ୍ଲାର ସମସ୍ତ ୬ ଟି ଯାକ ବ୍ଲକର ବିଭିନ୍ନ ଗ୍ରାମ ତଥା ସହର ପରିକ୍ରମା କରି ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଜନସାଧାରଣଙ୍କୁ ଟ୍ରାଫିକ ନିୟମ ବିଷୟରେ ଅବଗତ କରାଇବ I ତତସଂଗେ ଲୋକମାନଙ୍କୁ ଟ୍ରାଫିକ ସମ୍ବନ୍ଧୀୟ ନିୟମର ପ୍ରଚାର ପତ୍ରିକା ବଣ୍ଟନ କରାଯିବ l ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୋଶଳ ଆବାସିକ ବିଦ୍ୟାଳୟ ସୋନପୁରର ଛାତ୍ରଛାତ୍ରୀ ତଥା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ସୁବର୍ଣ୍ଣପୁରର ସମସ୍ତ କର୍ମଚାରୀ 

ଉପସ୍ଥିତ ରହି ସଚେତନତା ରଥ ଓ ଶୋଭାଯାତ୍ରାକୁ ସହର ପରିକ୍ରମା କରାଇଥିଲେ I ତା ୦୧ ଡିସେମ୍ବର ରୁ ତା ୦୭ ଡିସେମ୍ବର ମଧ୍ୟରେ ଜିଲ୍ଲାରେ ଦୁର୍ଘଟଣାଜନିତ ଶୂନ୍ୟମୃତ୍ୟୁ ପାଇଁ ସମସ୍ତ ଜିଲ୍ଲାବାସୀ ଯତ୍ନବାନ ହେବାକୁ ଜିଲ୍ଲାପାଳ ଶ୍ରୀ ରାୟ ପରାମର୍ଶ ଦେଇଛନ୍ତି l ତତସହ ଏହି ସପ୍ତାହ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଏବଂ ବିଭାଗୀୟ ଦାୟିତ୍ୱର ସୁପରିଚାଳନା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ଆଞ୍ଚଳିକ ପରିବହନ ଅଧିକାରୀ, ସୁବର୍ଣ୍ଣପୁରଙ୍କୁ ପରାମର୍ଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026

You Might Also Like