-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||     

HOME   ଜିଲ୍ଲା

୨ ବର୍ଷ ର ପୁଅ ସହ ବୃଦ୍ଧା କୁ ଛୁରୀରେ ଭୁସି ହତ୍ୟା କଲା ବାପା

01-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ପଂଚାୟତ ର ଗୁଜୁମା ପଦର ଗ୍ରାମରେ ଆଜି ସକାଳ ୮ଟା ବେଳେ ଗ୍ରାମ ର ରାଧ ସାନ୍ତା ନିଜର ଦୁଇ ବର୍ଷର ପୁଅ ବିବେ ସାନ୍ତା କୁ କଟୁରୀରେ ଆକ୍ରମଣ କରୁଥିବା ବେଳେ ପଡିସା ଘରର ବୃଦ୍ଧ ଜନାଏ ସାନ୍ତା ଛଡାଇବା ପାଇଁ ଯାଇଥିଲା l ଜନାଏ କୁ ମଧ୍ୟ କଟୁରୀ ରେ ଆକ୍ରମଣ କରିବାରୁ ଘଟଣା ସ୍ଥଳରେ ରେ ରାଧ ର ପୁଅ ବିବେ ଓ ଜନାଏ ର ମୃତ୍ୟୁ ହୋଇଥିଲା l ଏ ନେଇ ମୈଦଲପୁର ଥାନାରେ ଜନାଏ ର ପୁଅ ସିମାଞ୍ଚଳ ସାନ୍ତା ଲିଖିତ ଅଭିଯୋଗ କରିଛି l ସୂଚନା ଅନୁସାରେ, ରାଧ ଓ ସ୍ତ୍ରୀ ମାଳତ ଘରେ ଥିବା ବେଳେ କୌଣସି କଥାକୁ ନେଇ ହଠାତ ରାଗି ଯାଇ ମାଳତକୁ ମାଡ଼ ମାରି କଟୁରୀରେ ଆକ୍ରମଣ କରିବାକୁ ଯିବା ବେଳେ ଭୟ ରେ ମାଳତ ଘରେ ଥିବା ପୁଅକୁ ଛାଡି ଚାଲିଯାଇଥିଲା l ଅନ୍ୟ ଉପରେ ନ ପାଇ ପୁଅ ବିବେ ସାନ୍ତାକୁ ତଳେ କଚାଡି କଟୁରୀରେ ଭୁସିବା ବେଳେ ପଡିଶା ଘରର ବୃଦ୍ଧା ଜନାଏ ଛଡାଇବାକୁ ଯାଇ ଆକ୍ରମଣର ଶିକାର ହୋଇଥିଲେ l ଘଟଣା ସ୍ଥଳରେ ବିବେ ଓ ଜନାଏ ର ମୃତ୍ୟୁ ଘଟିଥିଲା l ଖବର ପ୍ରଚାର ହେବାରୁ ଗ୍ରାମବାସୀ ଉତ୍ୟକ୍ତ ହୋଇ ରାଧକୁ ମାଡ଼ ମାରି ବାନ୍ଧିକି ରଖିଥିଲେ l ପୋଲିସ ପହଂଚି ରାଧକୁ ଗିରଫ କରିଛନ୍ତି l ନବରଙ୍ଗପୁରରୁ ଏକ ସାଇଣ୍ଟିଫିକ ଟିମ ପହଂଚି ତଦନ୍ତ କରୁଛି l   ଏ ନେଇ ଥାନାରେ କେଶ ନଂ 154/23ରେ ମାମଲା ରଜୁ ହେବା ସହ ଥାନା ଅଧିକାରୀ ବିପିନ କୁମାର କୁଲଦୀପ ତଦନ୍ତ କରୁଛନ୍ତି l ଘଟଣା ସ୍ଥଳରେ ପାପଡାହାଣ୍ଡି ଏସ୍ ଡି ପି ଓ  ଆଦିତ୍ୟ ସେନ, ପାପଡାହାଣ୍ଡି ଏସ୍ ଆଇ ଶିବଜୀ ପଣ୍ଡା, ଥାନା ଏ ଏସ୍ ଆଇ  କୋମଳଲୋଚନ ନାୟକ, ଲୋକେଶ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026

You Might Also Like