-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

ଫୁଲମୁଠି ଗୋକୁଲାଷ୍ଟମୀ ଯାତ୍ରା ପାଇଁ କଂସ ବରଣ

02-Dec-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଶ୍ରୀ ଶ୍ରୀ ବ୍ରଜ ବିହାରୀ ନାଟ୍ୟ ସଂସଦ ତରଫରୁ ଆସନ୍ତା ୨୦ରୁ୨୪ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ହେବାକୁ ଯାଉଥିବା ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବରେ କଂସ ଦରବାର ପାଇଁ ଶୁକ୍ରବାର କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଯାତ୍ରା କମିଟି ସଭାପତି ଆନନ୍ଦ କୁମାର ହୋତାଙ୍କ ନେତୃତ୍ୱରେ ଯାତ୍ରା କମିଟି ସଦସ୍ୟ ଓ ଗ୍ରାମବାସୀ ପ୍ରାରମ୍ଭରେ ମା ପୂର୍ଣ୍ଣବାସି ଓ ଶ୍ରୀଶ୍ରୀ ବ୍ରଜ ବିହାରୀ ପ୍ରଭୁଙ୍କ ପୂଜାର୍ଚ୍ଚନା କରି ଗୋପେଶ୍ୱର ମନ୍ଦିର ସମ୍ଭୁଖରୁ ଏକ ବିରାଟ ଢୋଲ,ନିଶାନ ବାଦ୍ୟର ତାଳେ ତାଳେ ଶୋଭାଯାତ୍ରାରେ ଅନ୍ତର୍ଡ଼ା ଗ୍ରାମକୁ ପହଞ୍ଚିଥିଲେ । ସ୍ଥାନୀୟ ଗ୍ରାମ୍ୟ ମଣ୍ଡପ ଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ବ୍ରାହ୍ମଣ ମାନଙ୍କ ଦ୍ଵାରା ଶ୍ଳୋକ

ପଠନ କରାଯାଇଥିଲା।ପରେ ଗ୍ରାମବାସୀଙ୍କ ତରଫରୁ ପ୍ରମୋଦ କୁମାର ଦାଶ କଂସ ଭୂମିକାରେ ଅଭିନୟ କରୁଥିବା ଦୁର୍ଦ୍ଦାନ୍ତ ଖଳନାୟକ ତଥା ଅଭିନେତା ଗୋପାଳ ପଣ୍ଡାଙ୍କୁ ଉପଡ଼ୋକନ ଦେଇ ବରଣ କରିଥିଲେ ।ସେହିପରି ଯାତ୍ରା ଉଦୋକ୍ତା ତଥା ବର୍ଷୀୟାନ ୯୨ବର୍ଷୀୟା କଳାକାର ଗଣେଶରାମ ଦାଶ ମନ୍ତ୍ରୀ ସୁନିଲ ଡାଙ୍ଗଙ୍କୁ ଉପଢ଼ୌକନ ପ୍ରଦାନ କରିଥିଲେ।ସୂଚନା ଯୋଗ୍ୟ ଯେ ୧୪୨ବର୍ଷ ଧରି ବ୍ରଜ ବିହାରୀ ନାଟ୍ୟ ସଂସଦ ପକ୍ଷରୁ ଅନୁଷ୍ଟିତ ଏହି ଯାତ୍ରାର ମହୁଲଟିକ୍ରା ପଡ଼ିଆ ମଥୁରା ନଗରୀରେ କଂସର ରାଜୁତି,ଫୁଲମୁଠି ଗୋପପୁରରେ କୃଷ୍ଣ ବଳରାମଙ୍କ ଲୀଳା ଅନୁଷ୍ଟିତ ହେବ । କଂସ ବରଣ ପରେ ମହାରାଜଙ୍କ ତରଫରୁ ଅତିଥି ସତ୍କାର କରି ବନ୍ଧୁ ପଣ ନିର୍ବାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯାତ୍ରା ପ୍ରସନ୍ନ ରଥ,ଯୁଧିଷ୍ଟିର ଦାଶ,ରାଜ କୁମାର ମିଶ୍ର,ବୃନ୍ଦାବନ ଦାଶ,ମହେଶ୍ୱର ସାହୁ,କିର୍ତନ୍ୟ ସାହୁ,ଶଶିଭୂଷଣ ମିଶ୍ର,ଚୈତନ୍ୟ ଦାଶ,ଭୀମସେନ ସାହୁ,ନୀଳାମ୍ବର ସାହୁ,ସୁଧୀର ପଣ୍ଡା,ଭୁବନ ମହାକୁର,ରଞ୍ଜନ ନାଏକ,ଶେଖର ଶର୍ମା,ଅପୁ ଦାଶ,ସଞ୍ଜୀବ ମେହେର, ବାବୁଳୁ ବରିହା,ସୁଶାନ୍ତ ମିଶ୍ର ପ୍ରମୁଖଙ୍କ ସମେତ ଗ୍ରାମବାସୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like