-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||     

HOME   ଜିଲ୍ଲା

କୃଷକ ଉତ୍ପାଦକ ସଂଗଠନ ଝରଣିପାଲି କାର୍ଯ୍ୟାଳୟ ଠାରେ ସମସ୍ତ ବୋର୍ଡ ସଦସ୍ୟ ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ

03-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଛେଲିଆପାଟ କୃଷକ ଉତ୍ପାଦକ ସଂଗଠନ ଝରଣିପାଲି କାର୍ଯ୍ୟାଳୟ ଠାରେ ସମସ୍ତ ବୋର୍ଡ ସଦସ୍ୟ ଅଂଶୀଦାର ଗଣ ଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ସଭାରେ ନିମନ୍ତ୍ରିତ ଅତିଥି ଭାବରେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଯୋଗଦାନ କରି ଅନୁଷ୍ଠାନ ର ସ୍ଥାୟୀ କାର୍ଯ୍ୟାଳୟ ପାଇଁ ତାଙ୍କ ପାଣ୍ଠି (ଏଲଏଡି) କିମ୍ବା ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲୁଓଡିସି)  ରୁ ବିଲଡିଂ ପାଇଁ ଆର୍ଥିକ ପାଣ୍ଠି ଯୋଗାଡ଼ କରିଦେବା ପାଇଁ ଦୃଢ଼ ପ୍ରତିଶୃତି ଦେଇଥିଲେ l ଅନୁଷ୍ଠାନ ର ମେନେଜିଂ ଡ଼ାଇରେକ୍ଟର ଶ୍ରୀମତୀ ହୀରାମଣି ସାହୁ ସଭା ପରିଚାଳନା କରିବା ସହ ସ୍ୱାଗତଭାଷଣ ଦେବା ଅବସରରେ ଅଂଚଳ ରେ ଏକ ଶୀତଳ ଭଣ୍ଡାର ର ଆବଶ୍ୟକତା ଅଛି ବୋଲି ଦର୍ଶାଇ ସ୍ଥାନୀୟ ବିଧାୟକ ଙ୍କୁ ବିହିତ ପଦକ୍ଷେପ ନେବାପାଇଁ ଅନୁରୋଧ କରିଥିଲେ l ଆଗାମୀ ଦିନରେ ଚାଷୀ ଓ ଚାଷ ର ଉନ୍ନତି ପାଇଁ ସଂଗଠନ ର ଉପଦେଷ୍ଟା ମହାଶକ୍ତି ଫାଉଣ୍ଡେସନ ର ଜିଲ୍ଲା ପରିଚାଳକ ଶ୍ରୀଯୁକ୍ତ ସମ୍ପଦ କୁମାର ପଟେଲ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ l ଉକ୍ତ ଅନୁଷ୍ଠାନ ରେ କିପରି ଅଧିକ ରୁ ଅଧିକ ଚାଷୀ ଯୋଡିହୋଇ ସ୍ୱାବଲମ୍ବୀ ହୋଇପାରିବେ ସେ ଉପରେ ସମସ୍ତ ଙ୍କୁ ଅବଗତ କରାଯାଇଥିଲା l ଶେଷରେ ଅନୁଷ୍ଠାନ ର ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ସାହୁ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026
  ରାଜ୍ୟ  
ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ   26-Nov-2026
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026

You Might Also Like