-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଚାଷୀଙ୍କ ଚିନ୍ତା ବଢ଼ାଉଛି ସାମୁଦ୍ରିକ ବାତ୍ୟା*

04-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଦକ୍ଷିଣ -ପଶ୍ଚିମ ବଙ୍ଗୋପ ସାଗର ରେ ଉଠିଥିବା ସାମୁଦ୍ରିକ ବାତ୍ୟା "ମିଚୌଙ୍ଗ "ବର୍ତମାନ ଚାଷୀ ମାନଙ୍କ ଚିନ୍ତାର କାରଣ ପାଲଟିଛି |ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଦିଆଯାଇଥିବା ସୂଚନା ପ୍ରକାରେ ଏହି ବାତ୍ୟା ଫଳରେ 80ରୁ 90କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |ଡିସେମ୍ବର 5ତାରିଖରେ ଆନ୍ଦ୍ରପ୍ରଦେଶ ର ଉପକୂଳ ଛୁଇଁବ ଓ ପବନର ବେଗ ଘଣ୍ଟା ପ୍ରତି 100କିଲୋମିଟର ରହିବ |ଉଭୟ 5 ତାରିଖ ଓ 6 ତାରିଖରେ ଓଡିଶାର ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି,ଗଞ୍ଜାମ,ନବରଙ୍ଗପୁର,କଳାହାଣ୍ଡି,କନ୍ଧମାଳ,ପୁରୀ, ନୟାଗଡ, ଖୋର୍ଦ୍ଧା,ଜଗତସିଂହପୁର, କଟକ,ଆଦି ଜିଲ୍ଲା ମାନଙ୍କରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି |ନବରଙ୍ଗପୁର ଜିଲ୍ଲାରେ ବର୍ତମାନ ଧାନ ଅମଳର ସମୟ ଚାଲିଥିବା ବେଳେ ଜିଲ୍ଲାର ଅଧିକାଂଶ ବିଲରୁ ଧାନ ଉଠିନି |କିଛି ଚାଷୀ ଏଯାଏ ଧାନ କଟା କାମ ସାରିନଥିବା ବେଳେ ଅନେକ ଚାଷୀଙ୍କ ବିଳରେ କଟା ଧାନ ସବୁ ପଡ଼ିରହିଛି |ବାତ୍ୟା ଆସୁଥିବା ଜାଣି  ଅଂଚଳର ଚାଷୀସବୁ ତରବରିଆ ଭାବେ ବିଲରେ ଥିବା ଧାନ ସବୁକୁ ଖଳାକୁ ଘେନି ଆସୁଥିବା ଦେଖିବାକୁ ମିଳିଛି |କିଛି କିଛି ଚାଷୀ ଧାନ ବିଲରୁ ଧାନ ହଟେଇବା ପାଇଁ ଟ୍ରାକ୍ଟର, ପିକ ଅପ ସବୁର ବ୍ୟବହାର କରୁଥିବା ବେଳେ କିଛି କିଛି ଚାଷୀ ଶ୍ରମିକ ମାନଙ୍କ ଦ୍ୱାରା ଭାରରେ ଓ ମୁଣ୍ଡରେ ଧାନ ଭାରା ବୁହେଇ ଧାନ ସବୁ ନିଜ ନିଜ ଖଳାକୁ ଆଣୁଥିବା ଦେଖିବାକୁ ମିଳିଛି |ଯେଉଁ ଚାଷୀ ମାନଙ୍କ ବିଲରେ ପାଣି ଜମିରହିଛି ସେସବୁ ଚାଷୀ ବର୍ତମାନ ବଡ଼ ଚିନ୍ତିତ ଥିବା ଦେଖିବାକୁ ମିଳିଛି |ଚାଷୀଙ୍କୁ ଆବଶ୍ୟକ ସମୟରେ ଓ ଆବଶ୍ୟକ ମୁତାବକ ଶ୍ରମିକ ମିଳୁନାହାଁନ୍ତି ତେଣୁ ବାତ୍ୟା ଯୋଗୁଁ ବିଲରେ ପଡ଼ିରହିଥିବା ଧାନ ସବୁ ବର୍ଷାରେ ଭିଜିଯିବ ବୋଲି ଦୁଃଖ ପ୍ରକାଶ କରିଛନ୍ତ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like