-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

04-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ  ଅନୁଷ୍ଠିତ ହୋଇଯାଇଛି l ବିମଳେନ୍ଦୁ ରାୟ ଜିଲ୍ଲାପାଳ ସୁବର୍ଣ୍ଣପୁର ଓ ହେମନ୍ତ କୁମାର ପାଢ଼ୀ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ

କରିଥିବା ବେଳେ ତନ୍ମଧ୍ୟରେ ୨୨ ଗୋଟି ବ୍ୟକ୍ତିଗତ ଓ 0୯ ଗୋଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଛି l ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶ୍ରୀ  ସୌମ୍ୟ ରଞ୍ଜନ ସ୍ୱାଇଁ ବିଡିଓ ସୋନପୁରଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ  ଅଶ୍ୱିନୀ କୁମାର ମେହେର ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ,  ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ ସୋନପୁର, ଡ଼ଃ ଦୁର୍ଗା ପ୍ରସାଦ ଦାଶ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ , ଲକ୍ଷ୍ମଣ ଭୋଇ ଜିଲ୍ଲା ଶିକ୍ଷା ଅଧିକାରୀ, ସୁମତି ତ୍ରିପାଠୀ ଜିଲ୍ଲା ଅବକାରୀ ଅଧିକ୍ଷକ,  ପ୍ରସନ୍ନ ପଟ୍ଟନାୟକ ଜିଲ୍ଲା ମତ୍ସ୍ୟ ଅଧିକାରୀ,  ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ. ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଅଚ୍ୟୁତାନନ୍ଦ ସିଂ.ଡି ଡବ୍ଲୁ ଓ,  ଅଶ୍ୱିନୀ କୁମାର ଭୋଇ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,  ଅର୍ଜୁନ ଚରଣ ମାଝୀ ଜିଲ୍ଲା ପଞ୍ଚାୟତ ଅଧିକାରୀ, ଡ଼ଃ ଅନନ୍ତ ରାଉତ ସି ଡି ଭି ଓ ,  ଇଂ ବି ନରେନ କିଶନ ରେଡ୍ଡୀ, ନିର୍ବାହୀ ଯନ୍ତ୍ରୀ ଆରଡି. ଅଶୋକ ମିଶ୍ର,ନିର୍ବାହୀ ଯନ୍ତ୍ରୀ ଟିପି ଓ ଡବ୍ଲୁ ଓ ଡି ଏଲ, ଇଂ ପ୍ରଫୁଲ୍ଲ ବେହେରା, ନିର୍ବାହୀ ଯନ୍ତ୍ରୀ ଏଲ ଆଇ  ଡିଲେଶ୍ୱର ଖାକା,ଡି ଏଲ ଓ,  ଡ.ସୋମ୍ୟାରୁପା ରଥ ତହସିଲଦାର ସୋନପୁର, ମନୋରଞ୍ଜନ ପଣ୍ଡା,ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026

You Might Also Like