-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ମୁରିବାହାଲରେ ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ

04-Dec-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପରିସରରେ ରବିବାର ଦିନ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ସକାଶେ  ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ହୋଇଯାଇଛି l ମୁରିବାହାଲ ବି ଇ ଓ ଶାନ୍ତନୁ କୁମାର ପଢିହାରିଙ୍କ ତତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁରିବାହାଲ ତହସିଲଦାର ଆୟୁବ ମଣ୍ଡଳ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କ ମନରେ ସକରାତ୍ମକ ପରିବେଶ ସ୍ରୁଷ୍ଟି ନିମନ୍ତେ ମତବ୍ୟକ୍ତ କରିଥିଲେ। 

   ସମ୍ମାନିତ ଅତିଥି ଭାବରେ ଏ ବିଇ ଓ ହିରାସିଂ ମାଝୀ, ଶିକ୍ଷକ ନେତ୍ରାନନ୍ଦ ମହାକୁର, ମୁଖ୍ୟବକ୍ତା ଭାବରେ ସାଂସଦ ପ୍ରତିନିଧି  ଶ୍ରୀବତ୍ସ ବେହେରା, ଯୋଗଦାନ କରିଥିଲେ ା କାର୍ଯ୍ୟକ୍ରମ କୁ ଶିକ୍ଷକ ଛବିଲାଲ ସାହୁ ସଂଯୋଜନା କରିଥିବା ବେଳେ ଅଶୋକ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ର ଉଦେଶ୍ୟ ଞ୍ଗାପନ କରିଥିଲେ, ଏହି ଅବସରରେ ମୁରିବାହାଲ ବ୍ଲକ ବାରଟି କ୍ଳଷ୍ଟରର ବିଭିନ୍ନ ପ୍ରତିଯୋଗିତା ରେ କ୍ରୁତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା  । କାର୍ଯ୍ୟକ୍ରମ ରେ ବି ଆ ର ଟି ଜୟଗୋପାଳ ଷଡ଼ଙ୍ଗୀ, ଆଇ ଇ ଭି ଯୁଧିଷ୍ଠିର ପଧାନ, ଶିକ୍ଷକ ଶ୍ରୀମୁଖ ବିହାରୀ ସାଣ୍ଢ, ନାରାୟଣ ବେହେରା, ରୁପେଶ ସାଣ୍ଢ, ବିଶ୍ୱନାଥ ମେହେର, ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like