-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ମସିଣାଗୋରା ଶିଶୁ ମନ୍ଦିରର ଷଷ୍ଠ ତମ ବାର୍ଷିକ କ୍ରୀଡା ଉତ୍ସବ

04-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁଙ୍କ   ଅଧ୍ୟକ୍ଷତାରେ ଷଷ୍ଠତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସରକାରୀ ଉଚ୍ଚ ବିଦ୍ୟାଳୟ ଖମନଖୋଳର ବିଜ୍ଞାନ ଶିକ୍ଷୟିତ୍ରୀ ତପସ୍ବିନୀ ଜାନି ଯୋଗଦେଇ ଦୀପ ପ୍ରଜ୍ବଳନ କରିଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ଵର ବେହେରା ଏବଂ ସମ୍ମାନୀତ ଅତିଥି ଭାବେ ସଂପାଦକ ଭକ୍ତ ସାହୁ, ସଦସ୍ୟ ଗିରିଧାରୀ ଖଟୁଆ କୋଷାଧ୍ୟକ୍ଷ ମନ୍ଦରଧର ବେହେରା ଉପସ୍ଥିତ ଥିଲେ । ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁ ଅତିଥି ପରିଚୟ କରିଥିବା ବେଳେ ଆଚାର୍ଯ୍ୟା ସଂଧ୍ୟାରାଣୀ ମନହିରା ମଞ୍ଚ ପରିଚାଳନା କରିଥିଲେ । କ୍ରୀଡା ଉତ୍ସବରେ ୧୦୦ମି, ୨୦୦ମି, ୪୦୦ମି ଦୌଡ଼ ପ୍ରତିଯୋଗିତା,  ରଙ୍ଗଦୌଡ଼, କଦଳୀ ଦୌଡ଼, ବେଙ୍ଗ ଦୌଡ଼, ଅଙ୍କ ଦୌଡ଼, ବେଲୁନ ଫଟା, ଧନ ସଂଗ୍ରହ, ରଙ୍ଗ ଦେବା ପ୍ରତିଯୋଗିତା କରାଯାଇଥିଲା l ଏଥିରେ ସର୍ବମୋଟ ୧୯୦ ଜଣ ଶିଶୁ ଭାଇ ଭଉଣୀ ଭାଗ ନେଇଥିଲେ l କୃତି ଶିଶୁ ଭାଇ ଭଉଣୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ସଂପାଦକ ଭକ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଚାର୍ଯ୍ୟା  ବେଦମତୀ କୁଦେଇ, ମମିତା ରଣା, ଅଙ୍କିତାଶ୍ରୀ ମହାରଣା,  ଝରଣା ପ୍ରଧାନ, ଆଚାର୍ଯ୍ୟ ରୋଶନ ସାହୁ, ସୁଶାନ୍ତ ମାଝୀ, ଶ୍ରୀକାନ୍ତ କୁଦେଇ, ସେବିକା ସୁରୁସୂତା ଭୋଇ, ବାହନ ଚାଳକ ରାଜକୁମାର ରଣା ତଥା ପରିଚାଳନା ସମିତିର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like