-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀ ବସ ଚଳାଚଳ ଯୋଗୁଁ ରାଜ୍ୟପାଳଙ୍କୁ ଦାବିପତ୍ର ଦେଲା ଡାବୁଗାଁ ଜୟ ଭାରତ ଅଟୋ ୟୁନିଅନ*

07-Dec-2023



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର): ଅଟୋ ଚାଳକ ଓ ମାଲିକ ମାନଙ୍କ ଥଇଥାନ ପାଇଁ ଏବଂ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବା ପାଇଁ  ଜୟ ଭାରତ ଅଟୋ ୟୁନିଅନ ତରଫରୁ ଡାବୁଗାଁ ବିଡ଼ିଓ ଶରତ ମାଝୀଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲକ୍ଷ୍ମୀ ବସ୍ ଚଳାଚଳ ପରେ ଅଧିକ ପ୍ରଭାବିତ ହେବେ ହଜାର ହଜାର ଅଟୋ ଚାଳକ। ରୋଜଗାର ଶୁନ୍ୟ ହେବା ସମ୍ଭାବନା ଅଧିକ ଅଛି। ଅଟୋ ଚାଳକ ଓ ମାଲିକ ମାନଙ୍କ ଥଇଥାନ ପାଇଁ ସରକାର ଯଦି ସଠିକ ପଦକ୍ଷେପ ନ ନିଅନ୍ତି ହଜାର ହଜାର ପରିବାର ଜୀବିକା ପ୍ରଭାବିତ ହେବ। ଜୟ ଭାରତ ଅଟୋ ୟୁନିଅନକୁ ସମର୍ଥନ ଜଣାଇଛନ୍ତି ଅନେକ ସଂଗଠନ। ଜୟ ଭାରତ ଅଟୋ ୟୁନିଅନ ସଭାପତି ମିହିର ଶଙ୍କର ରାୟ ପାତ୍ର, ସଂପାଦକ ଗଗନ ଗନ୍ତାୟତ, ଆଇନ୍ ପରାମର୍ଶଦାତା ଜୟନ୍ତ କୁମାର ପାତ୍ର, କୃଷକ ସଂଘ ସଭାପତି ସତ୍ୟ ରଞ୍ଜନ ପାତ୍ର, ଜିଲ୍ଲା ଦେଶୀଆ କଳା ସଂସ୍କୃତି ପରିଷଦ ସଭାପତି କାର୍ତ୍ତିକ ଭତ୍ରା, ପ୍ରଶାନ୍ତ ପଣ୍ଡା ଭୈରବ ରାଓ, ପୁପୁନ ପଣ୍ଡା,‌ରାମ ଚନ୍ଦ୍ର ପରିଛା , ସନ୍ତୋଷ ସିଂ,‌କିସର ଚନ୍ଦ୍ର ପରିଡା, ଗଣେଶ ସାଗର ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।

ଅଟୋ ଚାଳକ ଓ ମାଲିକ ମାନଙ୍କ ଥଇଥାନ ପାଇଁ ସରକାର ଯଦି ପଦକ୍ଷେପ ନ ନିଅନ୍ତି ହଜାର ହଜାର ପରିବାର ଜୀବିକା ହରାଇବେ ବୋଲି କୁହାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026

You Might Also Like