-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମରଣ ଯନ୍ତା ପାଲଟିଛି ପ୍ରଧାନମନ୍ତ୍ରୀ ସଡ଼କ, କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ଉନ୍ନୟନ ବିଭାଗ

07-Dec-2023



ତୁଷୁରା (ପଞ୍ଚାନନ ନାଏକ) : ବଲାଙ୍ଗୀର ଜିଲ୍ଲାର ସଇଁତଳା ବୋର୍ଡର ଠାରୁ ନୂଆଁପଡା ଭାୟା ସମରା ଲୁର୍କୀ ରୋଡ ପ୍ରଧାନମନ୍ତ୍ରୀ ଗ୍ରାମ୍ଯ ସଡକ ଯୋଜନାରେ ନିର୍ମିତ ରାସ୍ତା ଏବେ ପାଲଟିଛି ମରଣଯନ୍ତା । ବାରମ୍ବାର ଅଭିଯୋଗ ସତ୍ତ୍ବେ ହେଉନି ମରାମତି । ଖୁବ ଶୀଘ୍ର ଏହି ରାସ୍ତାର ମରାମତି କରାଯିବବୋଲି ଦାୟିତ୍ଵରେ ଥିବା ବିଭଗୀୟ ଯନ୍ତ୍ରୀ କହୁଥିବା ବେଳେ ଏଯାଏଁ

ରାସ୍ତାର ମରାମତି କାର୍ଯ୍ୟ ହେଉନଥିବାରୁ ଜନଅସନ୍ତୋଷ  ବୃଦ୍ଧି ପାଇବାରେ ଲାଗିଛି । ଲାଗିଥିବା ଫଳକ ଅନୁଯାଇ  ପ୍ରଧାନମନ୍ତ୍ରୀ ଗ୍ରାମ୍ଯ ସଡକ  ଯୋଜନାରେ ନିର୍ମିତ ଏହି ରାସ୍ତାର ଲମ୍ବା ୪.୮୦୦ କିଲୋମିଟର ହୋଇ ଥିବା ବେଳେ ୩କୋଟି ୨୧ଲକ୍ଷ ୯୩ ହଜାର ୭୬୫ଟଙ୍କା ଅଟକଳ ରହିଛି। କାର୍ଯ୍ୟ ଆରମ୍ଭ ତା୫-୭-୨୦୨୨ରିଖ ଓ କାର୍ଯ୍ୟ କାର୍ଯ୍ୟ ଶେଷ ତା୪-୬-୨୦୨୩ରିଖ ରହିଛି। ଠିକାଦାର ଟିଟିଲାଗଡର ଅତୁଲ କୁମାର ଜୈନ ନାମ ରହିଥିବା ବେଳେ ରାସ୍ତାର ଗ୍ୟାରେଣ୍ଟି ୫ବର୍ଷ ରହିଥିବା ସୂଚନା ଫଳକରେ ଉଲ୍ଲେଖ ରହିଛି। କିନ୍ତୁ ଏହି ରାସ୍ତାର ମରାମତି ଓ ରକ୍ଷଣା ବେକ୍ଷଣ ଅଭାବ ଯୋଗୁଁ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇ ପଡିଛି । ରାସ୍ତା ସାରା ବଡବଡ ଖାଲଖମା ସାଙ୍ଗକୁ ରାସ୍ତା ଉପରେ ପାଣି ଜମି ରହୁଥ‌ିବାରୁ ଅଧିକାଂଶ ସମୟରେ ଦୁର୍ଘଟଣାମାନ ଘଟୁଛି। ଏଠି ରାସ୍ତାରେ ଖାଲ ନୁହେଁ
ବରଂ ଖାଲ ଭିତରେ ରାସ୍ତା ବୋଲି ଲୋକେ କହୁଛନ୍ତି । ଏପରିକି ରାସ୍ତାର ଦୁଇ ପାର୍ଶ୍ବରେ ବଡବଡ ଗର୍ତ୍ତ ହୋଇଥିବାରୁ ଏହି ରାସ୍ତା ଦେଇ ଯିବା ଆସିବା କଷ୍ଟକର ହୋଇ ପଡୁଛି । 

ଏହି ରାସ୍ତା ଉପରେ କପସିଲା, ଲୁର୍କୀ, ଟାଣ୍ଟିଗାଁ, ନୂଆଁପଡା,  କନ୍ଦାମୁଣ୍ଡା, ଖାରିବାହାଲ, ଆମ୍ବପାଳି,  ଘୁନସର,  କୁକେଡମାଳ ଆଦି ଗ୍ରାମର ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି । ତେବେ ଏହି ରାସ୍ତାର ଅବସ୍ଥା ଶୋଚନୀୟ ଯୋଗୁଁ ପିଲା ଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଥି ସହ ବିଭିନ୍ନ କାମରେ ଟିଟିଲାଗଡ ନିର୍ବାଚନ ମଣ୍ଡଳୀ କିମ୍ବା ବଲାଙ୍ଗୀର ଜିଲ୍ଲାପାଳ କାର୍ଯ୍ୟାଳୟକୁ ଯିବାକୁ ଏହି ରାସ୍ତା ଉପରେ ଅନେକ ଲୋକ ନିର୍ଭର କରିଥାନ୍ତି । ପ୍ରତିଦିନ ଏହି ରାସ୍ତାରେ ଦୁଇ ଚକିଆ ଠାରୁ ଆରମ୍ଭ କରି କାର, ବସ, ଟ୍ରକ, ଟ୍ରାକ୍ଟର ମଧ୍ୟ ଯାତୟାତ କରୁଛି । କିନ୍ତୁ ରାସ୍ତାର ପ୍ରାୟ ସ୍ଥାନରେ ଖାଲଖମା ଯୋଗୁଁ ଗାଡି ଚାଳକମାନେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଯାତ୍ରୀମାନେ ମଧ୍ୟ ଅସନ୍ତୋଷ ଜାହିର କରୁଛନ୍ତି ।  ଏଥିପ୍ରତି ଉଚ୍ଚ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ତୁରନ୍ତ ରାସ୍ତା ମରାମତି କରିବାକୁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like