-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ପାଟଣାଗଡରେ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା ଶିବିର। ବିଧାୟକ ଙ୍କ ଦ୍ଵାରା ବିଜୁ କନ୍ୟା ରତ୍ନ ଯୋଜନାର ଶୁଭାରମ୍ଭ।

08-Dec-2023



ବଲାଙ୍ଗୀର,ବଲାଙ୍ଗିର ଜିଲ୍ଲା ପାଟଣାଗଡ ର ପାଟଣେସ୍ୱରି ମନ୍ଦିର  ନିକଟସ୍ଥ  ପାଟଣେସ୍ୱରି ଉତ୍ସବ ଭବନ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ,ବଲାଙ୍ଗୀର ତରଫରୁ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଙ୍କ ଅଧ୍ୟକ୍ଷତା କରିଥିବା ବେଳେ,ମଞ୍ଚ ପରିଚାଳନା କରିଥିଲେ ସୁରକ୍ଷା ଅଧିକାରୀ ଚୂଡ଼ାମଣି ପଣ୍ଡା,କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ତଥା ଉପମୁଖ୍ୟ ସଚେତକ  ସରୋଜ ମେହେର  ଉପସ୍ଥିତ ଥିଲେ,ମୁଖ୍ୟ ଅତିଥିଙ୍କ ଦ୍ଵାରା  ବିଜୁ କନ୍ୟା ରତ୍ନ ଯୋଜନା ର ଶୁଭାରମ୍ଭ କରାଗଲା। ଏହି କାର୍ଯ୍ୟକ୍ରମରେ  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଶିଶୁ ସୁରକ୍ଷା ସମ୍ପର୍କିତ ବିଭିନ୍ନ ଯୋଜନା ଉପରେ ଜଣାଇଥିଲେ। ଏହି ଅବସରରେ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମାନସୀ ବିଶ୍ଵାଳ, ଜିଲ୍ଲା ପରିଷଦ ର ସଭ୍ୟ  କସ୍ତୁରୀ ସେଠ୍,ସି ଡି ପି ଓ ଅନୁପମ। ପଣ୍ଡା, ଶିଶୁ ମଙ୍ଗଳ

ସମିତି   ସଦସ୍ୟା ଲୀନା ବାବୁ, ସଦସ୍ୟ ସୀତାରାମ ହୋତା  ପ୍ରମୁଖ ଉପସ୍ଥିତ  ଥିଲେ। ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସୁରକ୍ଷା ଅଧିକାରୀ ଚୂଡ଼ାମଣି ପଣ୍ଡା ପୋଷ୍ୟ ସନ୍ତାନ ଗ୍ରହଣ, କିଶୋର ନ୍ୟାୟ ଆଇନ, ଶିଶୁ ଗୃହ ଉପରେ  ଆଲୋକପାତ କରିଥିବା ବେଳ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ପୃଷ୍ଠପୋଷକତା  ସହାୟତା ରାଶି,  ଫୋଷ୍ଟର୍ କେୟାର ମିଶନ୍  ଏବଂ ଭାରତ ବାତ୍ସଲ୍ୟ ,  ଜିପିଡିପି ର ବାର୍ଷିକ ଯୋଜନା ରେ ୫% ଅନୁଦାନ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁ ମାନଙ୍କ ଯତ୍ନ ନିମନ୍ତେ ଖର୍ଚ୍ଚ କରିପାରିବେ ବୋଲି   କହିଥିଲେ । ସେହିପରି ଆଶୀର୍ବାଦ, ସୁକନ୍ୟା, ବେଟି ବାଚାଓ ବେଟି ପଢାଓ ଯୋଜନା ଉପରେ ଅତିଥି ମାନେ ବୁଝାଇ ଥିଲେ।ମୁଖ୍ୟ ଅତିଥି ମାନଙ୍କ ଦ୍ଵାରା  ବିଜୁ କନ୍ୟା ରତ୍ନ ଯୋଜନା ଶୁଭାରମ୍ଭ ହୋଇଥିଲା। କାର୍ଯ୍ୟକ୍ରମ ରେ ପାଟଣାଗଡ଼ ବ୍ଳକର ଅଙ୍ଗନୱାଡ଼ି କର୍ମୀ,ସୁପର ଭାଇଯର୍,ବ୍ଳକ କର୍ମଚାରୀ ଉପସ୍ଥିତ ଥିବା ବେଳେ ପରିଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଅରୁଣା ର ଜିଲ୍ଲା ପରାମର୍ଶ ଦାତା ଶ୍ରୀ ପ୍ରମୋଦ ବଗର୍ତ୍ତି ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭାସ।ଙ୍ଗ କରିଥିଲେ।

ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like