-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ବାଟଗାଁର ଯୁବକକୁ ଗାଡି ଚଢାଇ ହତ୍ୟା ଅଭିଯୋଗରେ ସାହେବୀ ସରପଞ୍ଚଙ୍କ ସମେତ ୩ ଗିରଫ , କୋର୍ଟ ଚାଲାଣ

08-Dec-2023



ନାକଟିଦେଉଳ(କନ୍ଦର୍ପ ବେହେରା ): ନାକଟିଦେଉଳ ଥାନା ହିଂଜାମୁରା ନିକଟସ୍ଥ ସିରଗିଡା ନାଳ ବୁଲାଣିରେ କାର୍ ଧକ୍କା ଦେଇ ବାଟଗାଁର ବାବୁଲି ଦେହୁରୀ (୪୪)ଙ୍କୁ ହତ୍ୟା କରିବା ଅଭିଯୋଗରେ ସାହେବୀ ର ସରପଞ୍ଚ ତଥା ବିଜେଡି ର ରାମ ପ୍ରସାଦ ସାହୁ ସମେତ ୩ ଜଣଙ୍କୁ ଭୁବନେଶ୍ବରରୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି ପୋଲିଛି ା 

ମ୍ରୁତକର ଭାଇ ଅଜିତ୍ ଦେହୁରୀ ଙ୍କ ଅଭିଯୋଗ ଯେ, ତାଙ୍କ ଭାଇ ବାବୁଲା ଦେହୁରୀ ଗତ ୧ ତାରିଖ ସଂନ୍ଧ୍ୟା ୮ଟା ବେଳେ ବାଟଗାଁ ରୁ ବାଇକ ଯୋଗେ ନାକଟିଦେଉଳ ପଟକୁ ଯାଉଥିବା ବେଳେ ସାହେବୀ ସରପଞ୍ଚ ରାମପ୍ରସାଦ ସାହୁ ଟଙ୍କା ଧାର କରଜକୁ ନେଇ କାର୍ ଧକ୍କା ଦେଇ ବାବୁଲାକୁ ହତ୍ୟା କରି ଫେରାର୍ ହୋଇଯାଇଥିଲା । ଧରା ନ ପଡିବା ପାଇଁ ସେ କାର୍ ଟିକୁ ରେଢାଖୋଲ ର ଏକ ପରିତ୍ୟକ୍ତ ସ୍ଥାନରେ ଛାଡି ଭୁବନେଶ୍ବର ଫେରାର୍ ହୋଇଯାଇଥିଲା । ନାକଟିଦେଉଳ ଓ ରେଢାଖୋଲ ପୋଲିସ୍ ମିଳିତ ଭାବରେ ଭୁବନେଶ୍ବରରୁ ରାମ ପ୍ରସାଦ ସମେତ ସହଯୋଗୀ ଦ୍ବୟ ବରୁ ଦେହୁରୀ( ୪୦) ଏବଂ ନାରାୟଣ ଦେହୁରୀ ଙ୍କୁ ଗିରଫ କରିବାରେ ସଫଳ ହୋଇଛି ା ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ୍ କହିଛି ା ଘଟଣା ଦିନଠାରୁ ପୋଲିସ୍ କୁ ଚକମା ଦେଇ ସରପଞ୍ଚ ଫେରାର୍ ହୋଇଯାଇଥିଲେ । ନାକଟିଦେଉଳ ଥାନା କେସ୍ ନଂ ୧୭୯/୨୦୨୩ ୟୁ/ ଏସ୍ ୩୦୪ ଆଇ ପି ସି ମାମଲା ରୁଜୁ ହୋଇଥିବା ପୋଲିସ୍ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି ା ଏହି ଘଟଣା ରେଢାଖୋଲ ଅଂଚଳରେ ଚାଞ୍ଚଲ୍ୟ ସ୍ରୁଷ୍ଟି କରିଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like