-+91-9937148622 |

prerana_bgr@rediffmail.com |

  Saturday 11th May 2024 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼. ଶିବରାମ ନାୟକ* ନର୍ଲା ନିର୍ବାଚନ ମଣ୍ଡଳୀ ରେ ଘରକୁ ଘର ବୁଲି ମାରାଥନ ପ୍ରଚାର:   (11-May-2024)       ||      ବିଜେପିର ବିଜୟ ସଂକଳ୍ପ ସମାବେଶ.. ଦୁର୍ନୀତିଗ୍ରସ୍ତ ଓଡିଶାସରକାର ବଦଳିବା ଦରକାର-ପ୍ରଧାନମନ୍ତ୍ରୀ ମୋଦୀ   (11-May-2024)       ||      ବିଜୟ ସଂକଳ୍ପ ସମାବେଶରେ ନବୀନଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦୀ ନବୀନ ତାଙ୍କ ନିର୍ବାଚନ ମଣ୍ଡଳୀ ର ୧୦ ଟି ଗାଁ ର ନାଁ କହି ପାରିବେ ନି , ଏପରି ମୁଖ୍ୟମନ୍ତ୍ରୀ ଙ୍କୁ ବାଜା ବଜାଇ ବିଦା କରନ୍ତୁ    (11-May-2024)       ||      ସ୍ଵାଧୀନ ପ୍ରାର୍ଥୀ ଆୟକର ବିଭାଗ ଅବସରପ୍ରାପ୍ତ କମିଶନର ଶ୍ରୀକାନ୍ତ ଚାଟାର୍ଜୀ ଶେଷ ନିର୍ବାଚନ ପ୍ରଚାର, ସମଲେଶ୍ବରୀ ମନ୍ଦିର ଠାରେ ନିର୍ବାଚନର ଅନ୍ତିମ ଭାଷଣ ଦେବେ   (11-May-2024)       ||      ଖଡ଼ିଆଳ ସହର ଦୈନିକ ବଜାର ରେ ବିଜେପି ଦଳୀୟ ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି ଙ୍କ ନିର୍ବାଚନ ପ୍ରଚାର   (11-May-2024)       ||      ଦୁଇ ବସ ମୁହାଁମୁହିଁ ଧକ୍କା ଚାଳକ ମୃତ,୨୦ ଆହତ   (11-May-2024)       ||      ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ମୁଠି ଅନୁକୂଳ   (11-May-2024)       ||      ଟିମନଭାଟି , ସାଲେଡିଗ୍ରି ଓ ମାର୍ଲାଡ଼ ଗ୍ରାମରେ ସଙ୍ଗୀତ ଶିକ୍ଷା ପାଇଁ ପ୍ରବେଶ ଉତ୍ସବ   (11-May-2024)       ||      ସିନ୍ଧେକେଲାରେ ଭଗବାନ ଶ୍ରୀ ପର୍ଶୁରାମଙ୍କ ଜନ୍ମୋତ୍ସବ ବହୁ ଧୁମଧାମରେ ପାଳିତ   (11-May-2024)       ||      ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଓ ଜିଲ୍ଲା ସଂଯୋଜକଙ୍କୁ ସମ୍ବର୍ଦ୍ଧନା   (11-May-2024)       ||      ବଲାଙ୍ଗିର: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସାମ୍ବାଦିକଙ୍କୁ କଟକଣା   (10-May-2024)       ||      ପର୍ଶୁରାମ ଜୟନ୍ତୀକୁ ନିଆରା ଢଙ୍ଗରେ ପାଳନ କଲେ ବିନିକା ଅଞ୍ଚଳର ବ୍ରହ୍ମ ସମାଜ    (10-May-2024)       ||      ତହଁକ୍ କୁଟୁମ୍ ତରଫରୁ ସାହିତ୍ୟପ୍ରାଣ କବି ଖଗେଶ୍ବର ସେଠଙ୍କ ଜୟନ୍ତୀ ପାଳନ, କବି ଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପ୍ରଦାନ ପାଇଁ ଦାବୀ    (10-May-2024)       ||      ବିଜେଡ଼ି ପ୍ରାର୍ଥୀଙ୍କ ପାଇଁ ଓଲିଉଡ ତାରକାଙ୍କ ନିର୍ବାଚନ ପ୍ରଚାର   (10-May-2024)       ||      ବୌଦ୍ଧ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଟିପିଶୋଲ ଏବଂ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ   (10-May-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ରେ ଓଲିଉଡ ତାରକା ଙ୍କ ନିର୍ବାଚନ ପ୍ରଚାର, ଖଡିଆଳ ଠାରୁ ସିନାପାଲି ଏବଂ ବୋଡ଼େନ ଠାରେ ରୋଡ ସୋ   (10-May-2024)       ||      ପକୁଡ଼ି ଖାଇ ଶିଶୁ ଓ ମହିଳାଙ୍କ ସମେତ ୧୫ ଜଣ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି   (10-May-2024)       ||      ଲୋକଙ୍କ ସାମାଜିକ,ଆର୍ଥିକ ସୁରକ୍ଷା ଆମ ପରବର୍ତୀ ଲକ୍ଷ -ସମରେନ୍ଦ୍ର, ଲୋକଙ୍କ ସହ ରହୁନଥିବା ନେତାଙ୍କୁ ବରଖାସ୍ତ କରନ୍ତୁ ଜନତା -ସମରେନ୍ଦ୍ର    (10-May-2024)       ||      ପୂର୍ବତନ କବ୍ଜା ସଭାପତିଙ୍କୁ ଶ୍ରଦ୍ଧାଞ୍ଜଳି    (10-May-2024)       ||      ୧୦ ବଲାଙ୍ଗୀର ସଂସଦୀୟ କ୍ଷେତ୍ର ଖର୍ଚ୍ଚ ପର୍ଯ୍ୟବେକ୍ଷକ ବାୱକର ସ୍ୱପ୍ନିଳ ଶରଦ, ଆଇ.ଆର.ଏସ ଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଖର୍ଚ୍ଚ ପରିଚାଳନା ର ସମୀକ୍ଷା:- ଲକ୍ଷାଧିକ ରୁ ଉର୍ଦ୍ଧ ଟଙ୍କାର ଲେଣ ଦେଣଉପରେ ଗୁରୁତ୍ୱାରୋପ :-   (10-May-2024)       ||     

HOME   ଜିଲ୍ଲା

ରାଣୀ ଲକ୍ଷ୍ମବାଈ ଆତ୍ମା ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

09-Dec-2023



ହରଭଙ୍ଗା/ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): ହରଭଙ୍ଗା ବ୍ଲକ କରଞ୍ଜକଟା ସ୍ଥିତ ଉଚ୍ଚ  ପ୍ରାଥମିକ ବିଦ୍ୟାଳୟଠାରେ ସମଗ୍ର ଶିକ୍ଷା ବୌଦ୍ଧ ଆନୁକୂଲ୍ୟରେ ବିଦ୍ୟାଳୟ ଛାତ୍ରୀ ମାନଙ୍କୁ ନେଇ ୫ଦିନ ହେବ ଚାଲିଥିବା 'ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ତାଲିମ' ଶିବିର ଶନିବାର ଉଦଯାପିତ ହୋଇଛି l  ପ୍ରଧାନଶିକ୍ଷକ ସୁଧାକର ଜେଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ସିଆରସିସି ହରମୋହନ ଦନାୟକ ଯୋଗଦାନ କରିଥିଲେ l ବିଦ୍ୟାଳୟ ଶିକ୍ଷା ସହ ବାଳିକାମାନଙ୍କ ଆତ୍ମରକ୍ଷା, ଦୃଢ଼ ମନୋବଳ ବୃଦ୍ଧି ଏବଂ ନିଜର ଆତ୍ମସମ୍ମାନ ରକ୍ଷା ପାଇଁ ପ୍ରତିକୂଳ ପରିସ୍ଥିତିକୁ କିପରି ସାମ୍ନା କରିବାକୁ ହେବ ସେ ସମ୍ପର୍କରେ ଆଲୋଚନା କରାଯିବା ସହ ତାଲିମ ପ୍ରଦାନ କରାଯାଇଥିଲା l ତାଲିମ ଶିବିରରେ  ତାଲିମ ଦାତା ଭାବେ ଶିକ୍ଷୟତ୍ରୀ ଶ୍ରଧାଞ୍ଜଳି ପ୍ରଧାନ ଏବଂ ଶୁଭଶ୍ରୀ ବରାଳ ଯୋଗ ଦେଇଥିଲେ l ଏହି ଶିବିରରେ ବିଦ୍ୟାଳୟର ସମସ୍ତ ଛାତ୍ରୀ ଭାଗ ନେଇଥିବା ବେଳେ ଶିକ୍ଷୟତ୍ରୀ ରମେରେଖା ବେହେରା,ସାଗରିକା ମହାପାତ୍ର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼. ଶିବରାମ ନାୟକ* ନର୍ଲା ନିର୍ବାଚନ ମଣ୍ଡଳୀ ରେ ଘରକୁ ଘର ବୁଲି ମାରାଥନ ପ୍ରଚାର:   11-May-2024
  ଜିଲ୍ଲା  
ବିଜେପିର ବିଜୟ ସଂକଳ୍ପ ସମାବେଶ.. ଦୁର୍ନୀତିଗ୍ରସ୍ତ ଓଡିଶାସରକାର ବଦଳିବା ଦରକାର-ପ୍ରଧାନମନ୍ତ୍ରୀ ମୋଦୀ   11-May-2024
  ରାଜନୀତି  
ବିଜୟ ସଂକଳ୍ପ ସମାବେଶରେ ନବୀନଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦୀ ନବୀନ ତାଙ୍କ ନିର୍ବାଚନ ମଣ୍ଡଳୀ ର ୧୦ ଟି ଗାଁ ର ନାଁ କହି ପାରିବେ ନି , ଏପରି ମୁଖ୍ୟମନ୍ତ୍ରୀ ଙ୍କୁ ବାଜା ବଜାଇ ବିଦା କରନ୍ତୁ   11-May-2024
  ଜିଲ୍ଲା  
ସ୍ଵାଧୀନ ପ୍ରାର୍ଥୀ ଆୟକର ବିଭାଗ ଅବସରପ୍ରାପ୍ତ କମିଶନର ଶ୍ରୀକାନ୍ତ ଚାଟାର୍ଜୀ ଶେଷ ନିର୍ବାଚନ ପ୍ରଚାର, ସମଲେଶ୍ବରୀ ମନ୍ଦିର ଠାରେ ନିର୍ବାଚନର ଅନ୍ତିମ ଭାଷଣ ଦେବେ   11-May-2024
  ଜିଲ୍ଲା  
ଖଡ଼ିଆଳ ସହର ଦୈନିକ ବଜାର ରେ ବିଜେପି ଦଳୀୟ ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି ଙ୍କ ନିର୍ବାଚନ ପ୍ରଚାର   11-May-2024
  ଜିଲ୍ଲା  
ଦୁଇ ବସ ମୁହାଁମୁହିଁ ଧକ୍କା ଚାଳକ ମୃତ,୨୦ ଆହତ   11-May-2024
  ଜିଲ୍ଲା  
ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ମୁଠି ଅନୁକୂଳ   11-May-2024
  ଜିଲ୍ଲା  
ଟିମନଭାଟି , ସାଲେଡିଗ୍ରି ଓ ମାର୍ଲାଡ଼ ଗ୍ରାମରେ ସଙ୍ଗୀତ ଶିକ୍ଷା ପାଇଁ ପ୍ରବେଶ ଉତ୍ସବ   11-May-2024
  ଜିଲ୍ଲା  
ସିନ୍ଧେକେଲାରେ ଭଗବାନ ଶ୍ରୀ ପର୍ଶୁରାମଙ୍କ ଜନ୍ମୋତ୍ସବ ବହୁ ଧୁମଧାମରେ ପାଳିତ   11-May-2024
  ଜିଲ୍ଲା  
ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଓ ଜିଲ୍ଲା ସଂଯୋଜକଙ୍କୁ ସମ୍ବର୍ଦ୍ଧନା   11-May-2024
  ଜିଲ୍ଲା  
ବଲାଙ୍ଗିର: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସାମ୍ବାଦିକଙ୍କୁ କଟକଣା   10-May-2024
  ରାଜନୀତି  
ପର୍ଶୁରାମ ଜୟନ୍ତୀକୁ ନିଆରା ଢଙ୍ଗରେ ପାଳନ କଲେ ବିନିକା ଅଞ୍ଚଳର ବ୍ରହ୍ମ ସମାଜ   10-May-2024

You Might Also Like