-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଖେଳ

ବେଣୁଧର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ, ସ୍ୱର୍ଗତ ବେଣୁଧର ପାଣିଗ୍ରାହୀଙ୍କ ଏକ ପୂର୍ଣ୍ଣଙ୍ଗ ଭବ୍ୟ ମୂର୍ତ୍ତି ଉନ୍ନୋଚିତ 

09-Dec-2023



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମ ଖେଳ ପଡିଆ ଠାରେ ଦ୍ୱିତୀୟ ବର୍ଷ ବେଣୁଧର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଟଂ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ଫୁଟବଲ ଟୁର୍ଣ୍ଣାମେଟଂର ମୁଖ୍ୟ ଉଦ୍ୟୋକ୍ତା ପୂର୍ବତନ ଜାତୀୟ ଓ ଅର୍ନ୍ତଜାତୀୟ ଭଲିବଲ ଏବଂ ଫୁଟବଲ ଖେଳାଳୀ ସୁକାନ୍ତ ପାଣିଗ୍ରୀହଙ୍କ ତତ୍ୱାବଧାନ ଅନୁଷ୍ଠିତ ଆଜି ଦିନ ୧୧ଟାରେ ଉଦ୍‌ଘାଟନୀ ଉସ୍‌ôବ ଅନୁଷ୍ଠିତ ହୋଇଥିଲା । ବରଗଡ ଜିଲ୍ଲାର ପୂର୍ବତନ ସାଂସଦ ତଥା ଜିଲ୍ଲା ବିଜେଡି ସଭାପତି ଡ.ପ୍ରଭାସ ସିଂହ ମୁୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ଅନାମିକା ହୋତା, ଚନ୍ଦନଭାଟି ସରପଂଚ ପଙ୍କଜିନୀ ସାହୁ, ସାମ୍ବାଦିକ ପ୍ରଶାନ୍ତ ମିଶ୍ର, ଶରତ ମହାକୁର ପ୍ରମୁଖ ଯୋଗଦେଇ ଖେଳାଳୀ ମାନଙ୍କୁ ଉସ୍‌ôାହିତ କରିଥିଲେ । ଆଜି ସମୁଦାୟ ୪ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା । ପ୍ରଥମ ଖେଳରେ ଚନ୍ଦନଭାଟି ଦଳ ନକଟାସର ଦଳକୁ

୧-୦ ଗୋଲ ଦେଇ ବିଜୟ ହୋଇଥିଲେ । ଦ୍ୱିତୀୟ ଖେଳରେ ଅମାମୁଣ୍ଡା ଦଳ ସୋନପୁର ଦଳକୁ ୨-୦ ଗୋଲ ଦେଇ ବିଜୟୀ ହୋଇଥିଲା । ପରେ ଦ୍ୱତୀୟାର୍ଦ୍ଧ ଖେଳରେ ଅତିଥି ରୁପେ ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ରାମଚନ୍ଦ୍ର ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ରାଜକିଶୋର ବେହେରା, ଚଗଲା ପରିଚ୍ଛା, ଡିଏସଓ ବଲାଙ୍ଗିର ପରାଶର ବାଗ, ବିଜ୍ଞାନ କୁମ୍ଭାର, ମନୋଜ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ ।  ତୃତୀୟ ଖେଳ ୟୁଥ କ୍ଲବ କଦଳୀପାଲି ଦଳ ବରଗଡ ଦଳକୁ ୨-୧ ଗୋଲ ଦେଇ ବିଜୟୀ ହୋଇଥିଲା । ସେହିପରି ଚତୁର୍ଥ ଖେଳରେ ସମ୍ବଲପୁର ଦଳ ବଡମାଳ ଦଳକୁ ୨-୦ ଗୋଲରେ ପରାସ୍ତ କରି ବିଜୟୀ ହୋଇଥିଲା । କମିଟିର ସଭାପତି କପିଳେଶ୍ୱର ପାଣିଗ୍ରାହୀ, ଚିଫ୍ ଏଡଭାଇଜର ଲକ୍ଷ୍ମଣ ମେହେର, ସଂପାଦକ ପ୍ରଭୁଦତ୍ତ ପ୍ରଧାନ ମଂଚାସୀନ ଥିବା ବେଳେ କମଲ ଚୌଧ୍‌ôରୀ, ଅଶୋକ ଦଲାଇ, ନୂଆଖାଉ ବେହେରା, ଅରକ୍ଷୀତ ଦଲାଇ, ସତ୍ୟ ମେହେର ପ୍ରମୁଖ ସହଯୋଗ କରିଥିଲେ ।

 

 ଆଜିର ଖେଳକୁ ସୁଧାଂଶୁ ସେଠ, ସଞ୍ଜିବ ମହାରଣା, ଦେବାଶଷ ବାଗ, ସତ୍ୟବ୍ରତ  ଥନାପତି, ନୟନ ବାଗ ପ୍ରମୁଖ ପରିଚାଳନା କରିଥିଲେ । ଫୁଟବଳ ଖେଳ ପୂର୍ବରୁ ଚନ୍ଦନଭାଟି ସାପ୍ତାହିକ ବଜାର ପ୍ରାଙ୍ଗଣରେ ପୂର୍ବତନ ସରପଂଚ ତଥା ଫୁଟବଲ ଖେଳାଳି ସ୍ୱର୍ଗତ ବେଣୁଧର ପାଣିଗ୍ରାହୀଙ୍କ ଏକ ପୂର୍ଣ୍ଣଙ୍ଗ ଭବ୍ୟ ମୂର୍ତ୍ତି କୁ ପୂର୍ବତନ ବରଗଡ ସାଂସଦ ଡ.ପ୍ରଭାସ ସିଂହଙ୍କ ଦ୍ୱାର ଉନ୍ନୋଚନ କରାଯାଇଥିଲା । ଏହି ଅବସରରେ ତାଙ୍କ ସୁପୁତ୍ର ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ସମସ୍ତ ଅତିଥିମାନେ ସ୍ୱର୍ଗତ ବେଣୁଧରଙ୍କ ସ୍ନୃତିଚାରଣ କରିଥିଲେ । ଏହି ଅବସରରେ ଯୋଗଦେଇ ନପାରିଥିବା ଅନ୍ୟତମ ଅତିଥି  ରାଜ୍ୟସଭା ସାଂସଦ ଅମର ପଟ୍ଟାନାୟକ ଏକ ଭିଡିଓ ବାର୍ତା ମାଧ୍ୟମରେ ତାଙ୍କର ଶୁଭେଚ୍ଛା ପ୍ରଦାନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like