-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଯୁବକଙ୍କୁ ଅପହରଣ ସହ ମରଣାନ୍ତକ ଆକ୍ରମଣ, ୩ଅଟକ

10-Dec-2023



କଣ୍ଟାମାଳ (ପ୍ରେରଣା ଖବର):କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ଥାନା ବିଳାସପୁର  ପଞ୍ଚାୟତ କାର୍ଯ୍ୟାଳୟରୁ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଅପହରଣ କରି ନେଇ ତାକୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।ସୂଚନା ଅନୁସାରେ, ବଡ଼ରାହାଯୋର୍ ଗ୍ରାମର ଋଷି ପ୍ରଧାନ  ବିଲାସପୁର ପଞ୍ଚାୟତ କାର୍ଯ୍ୟାଳୟରେ ଥିବା ସମୟରେ ସଞ୍ଜୟ ମେହେର, ସତ୍ୟ ଖଣ୍ଡଗିରି, ଚକା ମେହେର ଓ ବିମଳ ଭୋଇ ଆସି ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ସେଠାରୁ ଅପହରଣ କରି ନିଜ ଘରକୁ ନେଇ ଯାଇଥିଲେ ।ସେଠାରେ ଋଷିକୁ ମରଣାନ୍ତକ ଆକ୍ରମଣ କରିବା ପରେ ନାକ ଓ ପାଟିରୁ ରକ୍ତସ୍ରାବ ହେବା ପରେ ତାକୁ ପାଣିରେ ଗାଧୋଇ ଦେଇଥିଲେ । ପରେ ଖବର ପାଇ ପୋଲିସର ୧୧୨ ଗାଡ଼ି ପହଞ୍ଚି ଆହତ ଅବସ୍ଥାରେ ରୁଷିକୁ ଉଦ୍ଧାର କରିଥିଲା । ଅପହରଣ ସହ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଋଷି ଗତକାଲି ମନମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ୨୯୭/୨୩ରେ ଏକ ମାମଲା ରୁଜୁ କରି ୩ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା ଜାରି ରଖିଛି ।ଏସଂପର୍କରେ ମନମୁଣ୍ଡା ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନଙ୍କୁ ପଚାରିବାରୁ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।ତାପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ସହ ଯୋଗାଯୋଗ କରିଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇ ନ ଥିବାରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।ଏଭଳି ସ୍ପର୍ଶକାତର ଘଟଣାରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କିଭଳି ପଦକ୍ଷେପ ନେଉଛନ୍ତି ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like