-+91-9937148622 |

prerana_bgr@rediffmail.com |

  Thursday 7th November 2024 |

| | | |

R.N.I. Regd No. ODIODI/2010/46693

Breaking News

ରାମାୟଣ ନବାହ ପାରାୟଣ ଆରମ୍ଭ   (07-Nov-2024)       ||      ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ରାଜ୍ୟ ରାଜନୀତି ସରଗରମ, ବିଚାର ବିଭାଗୀୟ ତଦନ୍ତ ଦାବିକଲେ ବ୍ରଜ କିଶୋର ତ୍ରିପାଠୀ   (07-Nov-2024)       ||      ଅତାବିରା ନୋଡାଲ ଉଚ୍ଚ ବାଳିକା ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (07-Nov-2024)       ||      ତାରାତାରିଣୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହା ବିଦ୍ୟାଳୟ ଭଲିବଲ ଟୁନାମେଣ୍ଟ ଅନୁଷ୍ଠିତ    (07-Nov-2024)       ||      ନୂଆପଡ଼ା ଜିଲ୍ଲା ନ୍ୟାସନାଲ ହାଇସ୍କୁଲ ପରିସର ମଧ୍ୟରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୪ ପାଳିତ   (07-Nov-2024)       ||      ବିରଳ ପକ୍ଷୀ ଉଦ୍ଧାର   (07-Nov-2024)       ||      ବଲାଙ୍ଗୀର: ପି ପି ଏକାଡେମୀ ୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଓ ଡ଼ାଇମଣ୍ଡ ଜୁବଲି ପାଇଁ ପ୍ରସ୍ତୁତି ବୈଠକ    (07-Nov-2024)       ||      ବୌଦ୍ଧ ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ କମିସନର ଅଫ ସେପ୍ଟି   (07-Nov-2024)       ||      ରାଜବୋଡାସମ୍ବର ଫଟୋଗ୍ରାଫର୍ ଆସୋସିଏସନ ଭୁବନେଶ୍ୱରରେ ସମ୍ବର୍ଦ୍ଧିତ   (07-Nov-2024)       ||      ଧନ୍ୟବାଦ ଗାଇସିଲେଟ ପ୍ରଶାସନ ତୁମର ଏକି ଲୀଳା ! ଯୁବାଖୋଲରୁ ଜମରତଲା ରାସ୍ତା ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ   (07-Nov-2024)       ||      ଡାକ୍ତରଙ୍କ ଦାଦାଗିରି ରୋଗୀଙ୍କୁ ଦୁର୍ବ୍ୟବହାର ସହିତ ଆକ୍ରମଣ ଉଦ୍ୟମ    (07-Nov-2024)       ||      ରାଣା ପ୍ରତାପ ସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ   (07-Nov-2024)       ||      ଶିକାରୀ ଜାଲରେ ଲାଗିଥିବା ବିରଳ ପକ୍ଷୀକୁ ଉଦ୍ଧାର କଲେ ସ୍ବେଛାସେବୀ    (07-Nov-2024)       ||      କଣ୍ଟାମାଳ ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ଘୁଚାଙ୍ଗି ଗ୍ରାମରେ ସଭ୍ୟ ସଦସ୍ୟତା ଅଭିଯାନ। ଯୋଗ ଦେଲେ କଣ୍ଟାମାଳ ବିଧାୟକ   (07-Nov-2024)       ||      ନୂଆପଡ଼ା ଜିଲ୍ଲା କୁ ଦୁଇ ଦିନିଆ ଗସ୍ତ ରେ ମହିଳା ଓ ବାଲ ବିକାଶ ମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁର ଆସି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦାନ   (07-Nov-2024)       ||      ଇନସ୍ପେକ୍ଟର୍ ସ୍ତରରେ ବଡ଼ ଅଦଳବଦଳ   (07-Nov-2024)       ||      ନିଖିଳ ଓଡିଶା ଗ୍ରାମ ପଞ୍ଚାୟତ ଶ୍ରମିକ ସଂଘର ଦେଓଗାଁ ବ୍ଲକ କମିଟୀ ଗଠିତ    (07-Nov-2024)       ||      ଡୁଙ୍ଗୁରିପାଲିରେ ଭୀମ ଭୋଇ ଭିନ୍ନକ୍ଷମ ସମଥ୍ୟ ଶିବିର ଅନୁଷ୍ଠିତ   (07-Nov-2024)       ||      ଅନ୍ତଃ ବିଶ୍ୱବିଦ୍ୟାଳୟ ଅସିଚାଳନା ପାଇଁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ଯୋଗ ଦେବେ ଆକାଶ ମାଝୀ    (07-Nov-2024)       ||      ଖତ ଖାଉଛି ଲକ୍ଷାଧିକ ଟଙ୍କାର ବିଦ୍ୟାଳୟ ଷ୍ଟାଫ କ୍ୱାର୍ଟର.... ଜଣେ ଶିକ୍ଷକରେ ଚାଲିଛି ଆଶ୍ରମ ବିଦ୍ୟାଳୟ   (07-Nov-2024)       ||     

HOME   ରାଜ୍ୟ

ଡାଲଖାଇ ଗବେଷଣା କେନ୍ଦ୍ର ବଲାଙ୍ଗିରରେ ପ୍ରତିଷ୍ଠା ହେଉ, ସଂସ୍କୃତି ମନ୍ତ୍ରୀଙ୍କୁ ଦାବିପତ୍ର

10-Dec-2023



ବଲାଙ୍ଗିର(ପ୍ରେରଣା ଖବର ): ସ୍ଥାନୀୟ ସାର୍କିଟ ହାଉସ ଠାରେ ମାନ୍ୟବର ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ବଲାଙ୍ଗିର ଗସ୍ତ ସମୟରେ ସ୍ଥାନୀୟ ସର୍ଟିଟ ହାଉସରେ ବଲାଙ୍ଗିର କଳା ଓ ସଂସ୍କୃତି ସଂଘ ଓ ତହଁକ କୁଟୁମ୍ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତ କରାଯାଇଛି l ବଲାଙ୍ଗିରରେ ଡାଲଖାଇ ଗବେଷଣା କେନ୍ଦ୍ର ପ୍ରତିଷ୍ଠା, କୋସଲ କଳାମଣ୍ଡଳ କିର୍ତ୍ତିରାଜକୁ ସୁରକ୍ଷା ପାଇଁ ଦାବି ଓ ବଲାଙ୍ଗିର ସହରର ମନ୍ଦିରକୁ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ଆଦି ଦାବି ନେଇ ଏକ ଅନୁରୋଧ ପତ୍ର ମାନ୍ୟବର ମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଅଛି । ଏଥିରେ ଦୁଲଦୁଲି କଳା ପରିଷଦର ବାସୁଦେବ ସା, ନିଗମ ନାଥ, ତହଁକ କୁଟୁମ୍ ର ଅର୍ଜୁନ ସାହୁ, ମନ୍ଦିର ସୁରକ୍ଷା କମିଟିର ପ୍ରଶାନ୍ତ ମହାକୁର, ସଂସ୍କୃତି ପ୍ରେମୀ ଜୟକୃଷ୍ଣ ମିଶ୍ର ଉପସ୍ଥିତ ରହି ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମାୟଣ ନବାହ ପାରାୟଣ ଆରମ୍ଭ   07-Nov-2024
  ଜିଲ୍ଲା  
ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ରାଜ୍ୟ ରାଜନୀତି ସରଗରମ, ବିଚାର ବିଭାଗୀୟ ତଦନ୍ତ ଦାବିକଲେ ବ୍ରଜ କିଶୋର ତ୍ରିପାଠୀ   07-Nov-2024
  ଜିଲ୍ଲା  
ଅତାବିରା ନୋଡାଲ ଉଚ୍ଚ ବାଳିକା ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   07-Nov-2024
  ଜିଲ୍ଲା  
ତାରାତାରିଣୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହା ବିଦ୍ୟାଳୟ ଭଲିବଲ ଟୁନାମେଣ୍ଟ ଅନୁଷ୍ଠିତ   07-Nov-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ନ୍ୟାସନାଲ ହାଇସ୍କୁଲ ପରିସର ମଧ୍ୟରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୪ ପାଳିତ   07-Nov-2024
  ଜିଲ୍ଲା  
ବିରଳ ପକ୍ଷୀ ଉଦ୍ଧାର   07-Nov-2024
  ଜିଲ୍ଲା  
ବଲାଙ୍ଗୀର: ପି ପି ଏକାଡେମୀ ୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଓ ଡ଼ାଇମଣ୍ଡ ଜୁବଲି ପାଇଁ ପ୍ରସ୍ତୁତି ବୈଠକ   07-Nov-2024
  ଜିଲ୍ଲା  
ବୌଦ୍ଧ ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ କମିସନର ଅଫ ସେପ୍ଟି   07-Nov-2024
  ଜିଲ୍ଲା  
ରାଜବୋଡାସମ୍ବର ଫଟୋଗ୍ରାଫର୍ ଆସୋସିଏସନ ଭୁବନେଶ୍ୱରରେ ସମ୍ବର୍ଦ୍ଧିତ   07-Nov-2024
  ଜିଲ୍ଲା  
ଧନ୍ୟବାଦ ଗାଇସିଲେଟ ପ୍ରଶାସନ ତୁମର ଏକି ଲୀଳା ! ଯୁବାଖୋଲରୁ ଜମରତଲା ରାସ୍ତା ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ   07-Nov-2024
  ଜିଲ୍ଲା  
ଡାକ୍ତରଙ୍କ ଦାଦାଗିରି ରୋଗୀଙ୍କୁ ଦୁର୍ବ୍ୟବହାର ସହିତ ଆକ୍ରମଣ ଉଦ୍ୟମ   07-Nov-2024
  ଜିଲ୍ଲା  
ରାଣା ପ୍ରତାପ ସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ   07-Nov-2024

You Might Also Like