-+91-9937148622 |

prerana_bgr@rediffmail.com |

  Friday 12th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ    (12-Jun-2026)       ||      *ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   (12-Jun-2026)       ||      ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   (11-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   (11-Jun-2026)       ||      ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   (11-Jun-2026)       ||      ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ    (11-Jun-2026)       ||      *ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   (11-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   (11-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   (11-Jun-2026)       ||      ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   (11-Jun-2026)       ||      ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   (11-Jun-2026)       ||      ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ    (11-Jun-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||     

HOME   ଜିଲ୍ଲା

ମାଗଣା ଅଣସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

12-Dec-2023



ବଲାଙ୍ଗିର: ଆଜି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ପକ୍ଷରୁ ଇଛା ପଡ଼ା ପ୍ରହରୀ ମଣ୍ଡପ ଠାରେ ସ୍ଥାନୀୟ ଯୁବ ସ୍ବେଛାସେବୀ ମାନଙ୍କ ସହାୟତା ରେ ଏକ ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି l

ଉକ୍ତ ଶିବିର ରେ ସର୍ବମୋଟ ଏକଶହ ସତୁରି (୧୭୦) ରୁ ଉର୍ଦ୍ଧ ବିଭିନ୍ନ ବର୍ଗ ର ରୋଗୀ ଯଥା ଉଚ୍ଚ ରକ୍ତ ଚାପ, ମଧୁମେହ,କେନସର, ଥାଇରଡ଼ ଜନିତ ରୋଗ ର ଚିକିତ୍ସା ଓ ପରାମର୍ଶ ଇତ୍ୟାଦି ର ସୁବିଧା ପାଇପାରିଥିଲେ l ରୋଗୀ ମାନ

ନିଜକୁ ଚିକିତ୍ସା ତଥା ସ୍ୱାସ୍ଥ୍ୟ ପରୀକ୍ଷା କରାଇ  ଏଭଳି ସ୍ୱାସ୍ଥ୍ୟ ଶିବିର ଆହୁରି ଅନେକ କରିବାପାଇଁ  ବଲାଙ୍ଗିର ମୁଖ୍ୟ ଚିକିତ୍ସାଧିକାରୀ କୁ ଅନୁରୋଧ କରିଥିଲେ l

ଏହି ସ୍ୱାସ୍ଥ୍ୟ ଶିବିର ରେ ବଲାଙ୍ଗିର ଦାଇତ୍ୱ ରେ ଥିବା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ଦିବ୍ୟକିଶୋର ପତି, ଜାତୀୟ ସ୍ୱାସ୍ଥ୍ୟ ମିଶନ ଅତିରିକ୍ତ ମ୍ୟନେଜର (APM) ରାମାନୁଜ ପଣ୍ଡା, ନେସନାଲ ପିସ ୟୁନିସନ ତଥା ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ଦେଶକ ଓ ଚେୟାରମ୍ୟାନ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ, ଡ଼ା ଅଙ୍କିତ ପଣ୍ଡା, ଡ଼ା ସୁଦାମ ମେହେର ଏହି ଶିବିର କୁ ଏକ ସଫଳ ଚିକିତ୍ସା ଶିବିର ବୋଲି ସ୍ୱାସ୍ଥ୍ୟ ହିଁ ସମ୍ପଦ ଏହି ବିଷୟବସ୍ତୁ ଉପରେ ଉଦବୋଧନ ଦେଇଥିଲେ l

ଉପରୋକ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଶ୍ରୀମତୀ ସୂର୍ଯ୍ୟଶ୍ମି ହୋତା, ରୋନି ବଗର୍ତି, ରୋଜାଲିନ ହୋତା, ମାମି ସିଂଦେଓ, ବିରୁପାକ୍ଷ ଥନାପତି, ବିପିନ ବିହାରୀ ସେଟ, ଅଞ୍ଜଳି ନାଗ, ନିକୁଞ୍ଜ ପଟେଲ ଇତ୍ୟାଦି ସଭ୍ୟ ସଭ୍ୟା ଯୋଗଦାନ କରି ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା କରାଇଥିବା ବେଳେ ଇଛା ପଡ଼ା ପ୍ରହରୀ ମଣ୍ଡପ ସଭ୍ୟଗଣ ଯଥା ଗଙ୍ଗାଧର ମାଝୀ, ରାଧେଶ୍ୟାମ ବିଶି, ଚମ୍ପେ ଦୋରା, ଦେବାଶିଷ ଲେଙ୍କା ଇତ୍ୟାଦି ଏହି ଶିବିରକୁ ସମ୍ପୂର୍ଣ ସହଯୋଗ କରିଥିଲେ l
ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଦାଇତ୍ୱ ରେ ଥିବା ବଲାଙ୍ଗିର ଜିଲ୍ଲା ଚିକିତ୍ସାଧିକାରୀ ଡ଼ା ଦିବ୍ୟକିଶୋର ପତି ଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଵାକ୍ ଙ୍କ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଯୁବକଙ୍କ ମୃତ୍ୟୁ   12-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ମଦ ବନ୍ଦ ଆନ୍ଦୋଳନ ଜୋର ଧରିଲା*   12-Jun-2026
  ଜିଲ୍ଲା  
ନୂଆପଡ଼ାକୁ ଅତ୍ୟାଧୁନିକ କୃଷି ଜିଲ୍ଲାରେ ପରିଣତ କରିବାକୁ ଜିଲ୍ଲାପାଳଙ୍କ ଆହ୍ୱାନ, କୃଷି ସମୀକ୍ଷା ବୈଠକ ରେ ନିଷ୍ପତ୍ତି*   11-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ପାର୍ବତୀ ବିବାହ ମୋହତ୍ସବର ସାମ୍ୱାଦିକ ସମ୍ମିଳନୀ,   11-Jun-2026
  ଜିଲ୍ଲା  
ସେବାର ଅନନ୍ୟ ଉଦାହରଣ ସହଯୋଗ ଫାଉଣ୍ଡେସନ ମାଧ୍ୟମରେ ୧୦୦୦ରୁ ଅଧିକ ତଉଲିଆ ଏବଂ ଶତାଧିକ ଲୋକଙ୍କୁ ଖାଦ୍ୟ ବଣ୍ଟନ   11-Jun-2026
  ଜିଲ୍ଲା  
ମା ଖଜୁରକଟିଏନ ବନ୍ଧରୁ ପାଣି ଆଣି ନିଜେ ମୁହଁ ଧୋଇବା ସହ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାତ ଧୁଆଇଲା ଛାତ୍ର କଂଗ୍ରେସ   11-Jun-2026
  ଜିଲ୍ଲା  
*ବିଶ୍ବବିଦ୍ୟାଳୟ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ*-   11-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ   11-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ।   11-Jun-2026
  ଅପରାଧ  
ଏସ୍‌.ସି.-ଏସ୍‌.ଟି. ଙ୍କ ପ୍ରତି ସରକାର ଙ୍କ ବୈମାତୃକ ମନୋଭାବ, ଏସଟି ଏସସି ମାରଣ ନିତୀ ବିରୁଦ୍ଧରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର  ପ୍ରତିବାଦ   11-Jun-2026
  ଜିଲ୍ଲା  
ସୁବର୍ଣ୍ଣପୁରର ନିବେଦିତା ରଥଙ୍କୁ ଆମେରିକାର ଓ୍ବାଶିଂଟନ୍‌ ଡିଜିଟାଲ୍ ୟୁନିଭରସିଟି ପକ୍ଷରୁ ‌‌ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ   11-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବିଶିଷ୍ଟ ଔଷଧ ବ୍ୟବସାୟୀ ରମେଶ ଅଗ୍ରୱାଲ ଙ୍କ  ହୃଦଘାତରେ ପରଲୋକ   11-Jun-2026

You Might Also Like