-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଜିଲ୍ଲା

ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଉଦଘାଟନୀ ଉତ୍ସବ*

13-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଲକ ସ୍ଥିତ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୁଧବାର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧକ୍ଷା ବୀଣା ମାଝୀ, ତହସିଲଦାର ସଦାଶିବ ଭତ୍ରା , ଏବିଡିଓ ପଦ୍ମନାଭ ତ୍ରିପାଠୀ , ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ସାଂସଦ ପ୍ରତିନିଧି ଏମ ଆପ୍ପା ରାଓ, ଡାବୁଗାଁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ରପ୍ରମୁଖ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମ ରେ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧକ୍ଷ ଶଶାଙ୍କ ତ୍ରିପାଠୀ ସଭାପତିତ୍ଵ କରିଥିଲେ । ଏହି କାର୍ଯ୍ୟକ୍ରମ ୧୩/୧୨/୨୦୨୩ ତାରିଖ ଠାରୁ ଆରମ୍ଭ ହୋଇ ୨୨/୧୨/୨୦୨୩ତାରିଖ ପର୍ଯ୍ୟନ୍ତ  ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରିବା ସହ ଜନ ସଚେତନ କାର୍ଯ୍ୟକ୍ରମ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଅବସରରେ ପ୍ରଥମ ଦିବସ ରେ ସଡକ ସୁରକ୍ଷା ନେଇ ଛାତ୍ର ଛାତ୍ରୀ ମାନେ ଗ୍ରାମ ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲେ । ଏହି  ପରିକ୍ରମା ରେ ଡାବୁଗାଁ ଥାନା ପୋଲିସ କର୍ମଚାରି ମାନେ ସହଯୋଗ କରିଥିଲେ ।ପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ସଫେଇ କରିଥିଲେ । ଏପରି ପ୍ରତ୍ୟେକ ଦିନ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ର ନୋଡାଲ ଅଧିକାରୀ ତଥା  ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ ସୂଚନା ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମ କୁ ଶ୍ରୀ ନାହାକ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଉକ୍ତ ଅନୁଷ୍ଠାନର ଅଧ୍ୟାପକ ଶିବ ପ୍ରସାଦ ସାହୁ, ସୌମ୍ୟ ବିଶୋଇ,ନବୀନ କୁମାର ନାଗେସ, ପଦମ୍ ଭତ୍ରା, ସୁନିଲ ପରିଛା , ଲିପୁ ଚନ୍ଦ୍ର ମାଝୀ, ଅଧ୍ୟାପିକା ରଶ୍ମିତା ପାଢ଼ୀ, ବନିତା ବିଶ୍ଵାଳ ଓ ଡିଇଓ ସରୋଜ କୁମାର ତ୍ରିପାଠୀ ଏବଂ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଶେଷ ଦିବସ ରେ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like