-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଜିଲ୍ଲା

ଅଖିଳ ଭାରତ ଗ୍ରାମୀଣ ଡାକ ସେବକ ସଂଘ ର ଏକ ଦିବସୀୟ ଧର୍ମଘଟ ଅନୁଷ୍ଠିତ

15-Dec-2023



(ଡୋଲେସ୍ବର ଵାଗ )
ନେସନାଲ ଉନିଅନ୍ ଗ୍ରାମୀଣ ଡାକ ସେବକ କଳାହାଣ୍ଡି ଡ଼ିଭିଜନ ବ୍ରାଞ୍ଚ ଭବାନୀପାଟଣା ସୌଜନ୍ୟ ରେ 
ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ସିନାପାଲି ଉପ ଡାକଘର  ର ସମସ୍ତ ଶାଖା ଡାକଘର ର ଡାକ ମାଷ୍ଟର ଙ୍କ ମିଳିତ ଉଦ୍ୟମ ରେ ଏକ ଦିବସୀୟ ଧର୍ମଘଟ ଅନୁଷ୍ଠିତ ହୋଇ ଯାଇଛି । ଏହି ଧର୍ମଘଟ ରେ ବିଭିନ୍ନ ଦାବି ନେଇ ନିଜ ଉପଡ଼ାକ ଘର ସାମ୍ନା ରେ ଧାରଣା ରେ ବସିଛନ୍ତି। ଦାବି ଗୁଡ଼ିକ ହେଲା :  1- ଗ୍ରାମୀଣ ଡାକ ସେବକ ମାନଙ୍କୁ ୫ ଘଣ୍ଟା ପରିବର୍ତ୍ତେ ୮ ଘଣ୍ଟା କାର୍ଯ୍ୟ ନିର୍ଘଣ୍ଟ କରା ଯାଉ। 2- ଗ୍ରାଚ୍ୟୁଟି ୧.୫ ଲକ୍ଷ୍ୟ ପରିବର୍ତ୍ତେ ୫ ଲକ୍ଷ୍ୟ ପ୍ରଦାନ କରା ଯାଉ।   3- S.D.B.S ଦେୟ ୩% ପରିବର୍ତ୍ତେ ୧୦% କରା ଯାଉ। ଏମିତି ଆଉ ବିଭିନ୍ନ ଦାବି ନେଇ ଧାରଣା ରେ ବସିଛନ୍ତି। ଏହି ଧାରଣା ରେ ସିନାପାଲି ଗ୍ରାମୀଣ ଡାକ ସେବକ ସଂଘ ସଭାପତି ଶ୍ରୀଯୁକ୍ତ ହରକିଶୋର ଦଣ୍ଡସେନା ଙ୍କ ସମେତ ନବକୃଷ୍ଣ ପ୍ରଧାନ , ଭୂତନାଥ ମାଝୀ, ଜଗମୋହନ ବାଗ, ଦୁର୍ଯ୍ୟୋଧନ ଗୁଆଲ ଏବଂ ଯୁବ ଡାକ କର୍ମଚାରୀ ଦୀପକ ନାଏକ , ନରେଶ କୁମାର୍ ସ, ଜ୍ଞାନରଞ୍ଜନ ରଣା , କୈଳାସ ଧରୁଆ, ଯଦୁମଣି ଲୋହାର , ଚିନ୍ମୟ ନାଗ ଓ କମଳିନୀ ମହାନ୍ତି, ସୁଲେଖା ନାଥ, ପରମିତା ପାତ୍ର, ସୂଚୀ , ଆହୁରି ଝିଅ ଡାକ କର୍ମୀ ପ୍ରମୁଖ ସମସ୍ତ ଡାକ କର୍ମଚାରୀ ଧାରଣା ରେ ଯୋଗ ଦେଇଥିଲେ।  

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like