-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ବିପର୍ଯ୍ୟୟ ପ୍ରଶମନ ସଚେତନତା କାର୍ଯ୍ୟକ୍ରମ

15-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ 'ନୂଆ ଓଡିଶା'  ଯୁବ ଓଡିଶା - ନବୀନ ଓଡିଶାର ଆର୍ଥିକ ସହଯୋଗ ରେ ବିପର୍ଯ୍ୟୟ ପ୍ରଶମନ ସମ୍ପର୍କରେ ଏକ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି I ଅଧ୍ୟକ୍ଷ ସୁଦାମ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ଅଗ୍ନିଶମ ସେବା ସଂସ୍ଥା କେନ୍ଦ୍ରର ଅଧିକାରୀ ଭରତଲାଳ ଏକ୍କା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଆଗ୍ନିକ ମୋତିଲାଳ ପ୍ରଧାନ ଓ ସୁଦାମ ବରିହା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବିପର୍ଯ୍ୟୟ ସମୟରେ ଲୋକମାନଙ୍କୁ ପ୍ରଶମନ ପାଇଁ କଣ କରିବାକୁ ହେବ, ତାହାର ବିସ୍ତୃତ ସୂଚନା ଦେବା ସହିତ ବ୍ୟବହାରିକ ଶିକ୍ଷା ପ୍ରଦାନ କରିଥିଲେ l ଗ୍ୟାସ୍ ଟାଙ୍କିରେ ନିଆ ଲାଗିଲେ, କୌଣସି ବ୍ୟକ୍ତିଗତ ଘର କିମ୍ବା ସରକାରୀ କାର୍ଯ୍ୟାଳୟରେ ଅଗ୍ନି ସଂଯୋଗ ହେଲେ ତଥା କୌଣସି ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହେଲେ କ'ଣ କରିଯିବା ଉଚିତ୍, ସେ ସମ୍ପର୍କରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଅବଗତ କରାଯାଇଥିଲା। ଉଚ୍ଚ ମାଧ୍ୟମିକ ବିଭାଗର ନୋଡାଲ ଅଫିସର ଡ. ହିମାଂଶୁ ଶେଖର ପାଢ଼ୀ, ଡ. ଶିଶିର ବଣିଆ, ଯାମିନି ଦାଶ ପ୍ରମୁଖ ମଞ୍ଚାସିନ ହୋଇ ବିଷୟ ଭିତ୍ତିକ ବକ୍ତବ୍ୟ ଉପସ୍ଥାପନା କରିଥିଲେ l ଅଧ୍ୟାପକ ନରେନ୍ଦ୍ର ଝା ମଞ୍ଚ ପରିଚାଳନା ଓ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଯାମିନି ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026

You Might Also Like