-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ରାଜ୍ୟ

ବଲାଙ୍ଗିର ରୁ ନୁଆପଡା ପର୍ଯ୍ୟନ୍ତ ଏକ ନୂତନ ରେଳ ଲାଇନ ନିର୍ମାଣ ପାଇଁ ଦାବି

18-Dec-2023



ନୂଆଦିଲ୍ଲୀ / ଭୁବନେଶ୍ୱର: ଟ୍ରେନ ରେ ଜନସାଧାରଣଙ୍କ ଯାତାୟତ ସୁବିଧା ସକାଶେ  ବଲାଙ୍ଗିରରୁ ନୂଆପଡା ପର୍ଯ୍ୟନ୍ତ ନୂତନ ରେଳପଥ ନିର୍ମାଣ ପାଇଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ରେଲୱେ ମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି l ପ୍ରସ୍ତାବିତ ବଲାଙ୍ଗିର ନୂଆପଡା ଭାୟା ଡୁଡୁକାଶିରl- ଭଇଁସl-ଚୂଡ଼ାପାଲି -ପାଟଣାଗଡ -ଗମ୍ଭାରୀ -ଖାପ୍ରାଖୋଲ-ଲଖନା ନୁଆଁ ରେଲୱେ ଲାଇନ  ନିର୍ମାଣକୁ ତ୍ୱରାନ୍ୱିତ କରିବା  ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ  ସାଂସଦ ଶ୍ରୀ ବିଶି ଅନୁରୋଧ କରିଛନ୍ତି। ଓଡିଶାର ସାଂସ୍କୃତିକ ତଥା ସାମାଜିକ-ଅର୍ଥନୈତିକ ବିକାଶ ଏହି ଭିତ୍ତିଭୂମି ପ୍ରକଳ୍ପର ଗୁରୁତ୍ୱ ଉପରେ ସାଂସଦ ଶ୍ରୀ ବିଶି ଗୁରୁତ୍ୱାରୋପ କରିଛନ୍ତି ।
ଉକ୍ତ  ପତ୍ରରେ ସାଂସଦ ଶ୍ରୀ ବିଶି ଦର୍ଶାଇଛନ୍ତି ଯେ  ୧୦୦ କିଲୋମିଟର ଲମ୍ବା ନୂଆ ରେଲୱେ ଲାଇନ ର ସର୍ଭେ କାର୍ଯ୍ୟ ସକାଶେ ଓଡିଶା ପୂର୍ବ ତଟ ରେଳୱେ ନିର୍ଦ୍ଦେଶକଙ୍କ ଠାରୁ ଚାରି କୋଟି ୩୫ ଲକ୍ଷ ମଞ୍ଜୁର ହୋଇ ଡୁଡୁକାଶିରା - ଚୁଡାପାଲି, ଭଇଂସା , ପାଟଣାଗଡ -, ଗମ୍ଭାରୀ -ଖପ୍ରାଖୋଲ - ଏବଂ ଲଖନା ଦେଇ ବଲାଙ୍ଗିର -ନୁଆପଡ଼ା କୁ ଅନ୍ତର୍ଭୁକ୍ତ କରୁଥିବା ରେଳ ଲାଇନ ପାଇଁ ଚୂଡ଼ାନ୍ତ  ସର୍ଭେ କାର୍ଯ୍ୟ ଶେଷ ହୋଇଥିବା ବିଷୟରେ ଆଲୋକପାତ କରିଛନ୍ତି।  
ଏହି ନୂତନ ରେଳ ଲାଇନ ପର୍ଯ୍ୟଟକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ହରିଶଙ୍କର ମନ୍ଦିର ତଥା ଜୈବ ବିବିଧତା ହେରିଟେଜ୍ ସାଇଟ୍ ଗନ୍ଧମର୍ଦ୍ଧନ ପର୍ବତ ଗିରି ପରି ସାଂସ୍କୃତିକ ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳୀ ରହିଛି । ଓଡିଶା ଏବଂ ପଶ୍ଚିମ ଓଡିଶାର ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧିରେ ରେଲୱେ ଲାଇନ ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସର୍ବୋପରି, ସାଂସଦ ଶ୍ରୀ ବିଶି ଏହି ନୁଆଁ ରେଳ ପଥ ର ବ୍ୟବସାୟିକ ଲାଭ ଉପରେ ଆଲୋକପାତ କରି ପୂର୍ବ ତଟ ରେଳବାଇ ଏବଂ ଭାରତ ସରକାରଙ୍କ ପାଇଁ ଏହାର ଉପକାର ଆଣିବ ବୋଲି ଦର୍ଶାଇଛନ୍ତି।
ଓଡ଼ିଶା ଏବଂ ଛତିଶଗଡ ରାଜ୍ୟ ଉପରେ ଏହାର ମହତ୍ବପୂର୍ଣ୍ଣ ପ୍ରଭାବ ରହିବା ସହିତ ବଲାଙ୍ଗିର-ନୁଆପଡା ନୂତନ ରେଳ ଲାଇନ ନିର୍ମାଣ କାର୍ଯ୍ୟ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ସରକାର ଙ୍କ ସଞ୍ଚlର, ରେଲୱେ, ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ବୈଷ୍ଣବ ଙ୍କୁ ରାଜ୍ୟସଭା ସାଂସଦ ଶ୍ରୀ ବିଶି ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like