-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ମହିଳା କଲେଜ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ସମ୍ବର୍ଧନା ଜ୍ଞାପନ

18-Dec-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ ଠାରେ ନୁଆ ଓ  ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ସହରର ବରିଷ୍ଠ ନାଗରିକ ମାନଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l  ଡ଼ିଗ୍ରୀ କଲେଜ୍ ପରିଚାଳନା କମିଟି ସଭାପତି ଅଭିମନ୍ୟୁ କୁଶଳ ଓ କଲେଜ୍ ଅଧ୍ୟକ୍ଷା ରିତା ରାଣୀ ପୂଜାରୀଙ୍କ ତତ୍ୱାବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ପୂଜ୍ୟ ପୂଜା ବରିଷ୍ଠ ନାଗରିକ ମାନଙ୍କୁ କଲେଜ ର ମୁଖ୍ୟ ଫାଟକ ଆଗରେ  ପାଦ ଧୋଈ ଫୁଲ ଚନ୍ଦନ ଓ ଉପ ଢୌକନ ପ୍ରଦାନ୍ ପୂର୍ବକ ଛାତ୍ରୀଙ୍କ ଦ୍ଵାରା ଉଚ୍ଚକୋଟିର ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ପରେ ପରେ ବରିଷ୍ଠ ନାଗରିକ ମାନେ ନିଜ ନିଜ ର ଅନୁଭୂତି ଆଦାନ ପ୍ରଦାନ୍ କରିଥିବା ବେଳେ ଛାତ୍ରୀଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ l ବରିଷ୍ଠ ନାଗରିକ ଶ୍ରୀବତ୍ସ ମଲ୍ଲିକ, ସୁଶ୍ରୀ ରେଣୁକା ମିଶ୍ର, ଶମ୍ଭୁ ଭୂଷଣ ପଣ୍ଡା, ଡଃ ଜ୍ୟୋତି ରଞ୍ଜନ ବହିଦାର, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ବ୍ରଜ ମୋହନ ଦାନୀ, ଶ୍ୟାମା ବହିଦାର  ଅତିଥି ଭାବେ ଯୋଗ ଦେଇ ମାର୍ଗ ଦର୍ଶନ ଦେଇଥିଲେ l ବରିଷ୍ଠ ନାଗରିକ ମାନଂକ ମଧ୍ୟରେ ମ୍ୟୁଜିକ ଚେୟାର ଓ ବିଭିନ୍ନ ପ୍ରତିଯୋଗୀଗିତା ଅନୁଷ୍ଟିତ ହୋଇଥିବା ବେଳେ ମଞ୍ଚରେ ନାଗରିକଙ୍କୁ ପରିଚୟ ପ୍ରଦାନ, ସ୍ବାଗତ ସଂଗୀତ ଗାନ, ସମ୍ବର୍ଦ୍ଧନା  ଜ୍ଞାପନ  ଓ ନାଗରିକଙ୍କୁ ସାମୂହିକ ଭୂମିଷ୍ଠ ପ୍ରଣାମ କରିବା ବେଳେ ଉପସ୍ତିତ ଛାତ୍ରୀ, ଅଧ୍ୟାପକ, କର୍ମଚାରୀ ଓ ବୁଦ୍ଧିଜୀବୀ ଭାବବିହ୍ୱଳ ହୋଇ ପଡ଼ିଥିଲେ l ଏହି ମହିଳା କଲେଜ ରେ ଏକ ପିଜି କୋର୍ସ ଖୋଲିବା ପାଇଁ ବରିଷ୍ଠ ନାଗରିକ ମାନେ ଜିଲ୍ଲାପାଳଙ୍କ ମାଧ୍ୟମ ରେ  ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ଜଣାଇବାକୁ  ପ୍ରସ୍ତାବ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026

You Might Also Like