-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

୧୭ତମ କନିଷ୍ଠ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

19-Dec-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଗଣପତି ଆଦର୍ଶ ଶିକ୍ଷା ନିକେତନ ଠାରେ ୧୭ ତମ ଜିଲ୍ଲା କନିଷ୍ଠ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ସୋମବାର ଉଦଯାପିତ ହୋଇଯାଇଛି l ତିନିଦିନ ଧରି ଚାଲିଥିବା ଉକ୍ତ ପ୍ରଶିକ୍ଷଣ ଶିବିର ରେ ଜିଲ୍ଲା ର ଛଅ ଗୋଟି ବ୍ଲକ ରୁ ୧୨୭ ଟି ବିଦ୍ୟାଳୟ ରୁ ୪୦୦ ରୁ ଉର୍ଧ୍ଵ ଜୁନିଅର ଛାତ୍ର ଛାତ୍ରୀ ୧୨୭ ଜଣ ମାର୍ଗଦର୍ଶକ ଏବଂ ଦଶ ଜଣ ସାଧନ କର୍ମୀ ଯୋଗଦାନ କରିଥିଲେ l  ଉଦଯାପନୀ ଉତ୍ସବରେ ରେ ମୁଖ୍ୟ ଅତିଥି ଭାବେ  ଅତିରିକ୍ତ ଜିଲ୍ଲାପାଳ  ଅଞ୍ଜଲିନା ପ୍ରଧାନ, ସମ୍ମାନିତ ଅତିଥି ଭାବେ ବିରାମରଜପୁର ବ୍ଲକ ର ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶାନ୍ତନୁ କୁମ୍ଭକାର,ବିନିକା ଗୋଷ୍ଠୀ ଶିକ୍ଷା ଅଧିକାରୀ  ଲକ୍ଷ୍ମଣ ମିଶ୍ର,ଜିଲ୍ଲା ଜୁନିଅର ରେଡ଼କ୍ରସ ର ଉପ ସଭାପତି  ଗତିକୃଷ୍ଣ ମିଶ୍ର, ଯେ ଆର ସି ଓ  ରବିଚନ୍ଦ୍ର ପଶାୟତ ଯୋଗଦାନ କରିଥିବା ବେଳେ ଜିଲ୍ଲା ଜୁନିଅର ରେଡ଼କ୍ରସ ର ସମ୍ପାଦକ ତଥା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ ରାଧାକାନ୍ତ ଗଡତିଆ ସଭାପତିତ୍ବ କରିଥିଲେ l ବରିଷ୍ଠ ସାଧନ କର୍ମୀ ଚନ୍ଦ୍ରମଣି ବାଘ ମଞ୍ଚ ପରିଚାଳନା କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶାନ୍ତାନୁ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like