-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ବଡ଼ଦିନ ପାଇଁ କନ୍ଧମାଳ ଉତ୍ସବ ମୁଖର, ସଜେଇ ହେଉଛି ଚର୍ଚ୍ଚ ଓ ପ୍ରାର୍ଥନା ଗୃହ : ସୁରକ୍ଷା ବ୍ୟବସ୍ଥା କଡାକଡି

22-Dec-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ଆଉ ମାତ୍ର ଦୁଇ ଦିନ ପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଅର୍ଥାତ ବଡ଼ଦିନ ପର୍ବ ପାଳନ ହେବ। ତା ପୂର୍ବରୁ ସମଗ୍ର କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳ ଚଳଚଞ୍ଚଳ ହେବାସହ ଅଞ୍ଚଳର ସମସ୍ତ ଚର୍ଚ୍ଚ ଏବଂ ପ୍ରାର୍ଥନା ଗୃହ ସଜେଇ ହେବାରେ ଲାଗିଛି। ବିଭିନ୍ନ ରଙ୍ଗ ବେରଙ୍ଗର ବଡ଼ବଡ଼ ଷ୍ଟାର ତିଆରି କରି ଆଲୋକ ମାଳାରେ ସଜେଇ ଚର୍ଚ୍ଚ ମାନଙ୍କରେ ଶୋଭା ବର୍ଦ୍ଧନ କରୁଛି। ଚର୍ଚ୍ଚ ବାହାର ଏବଂ ଭିତରକୁ ରଙ୍ଗ ଦେଇ ସୁନ୍ଦର ସାଜ୍ଜସଜ୍ଜା ସାମଗ୍ରୀ

ବ୍ୟବହାର କରି ସଜେଇବାରେ ଲାଗିଛନ୍ତି ଅଞ୍ଚଳର ଖ୍ରୀଷ୍ଟଧର୍ମାଲମ୍ବୀ। ଚର୍ଚ୍ଚକୁ ସଜେଇବା ସହ ନିଜନିଜ ଘରେ ରଙ୍ଗ ଦେଇ ଘରକୁ ସଜେଇ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ଅପେକ୍ଷା କରି ପର୍ବ ପାଳନ ପାଇଁ ଉତ୍ସାହ ଓ ଉଦିପନାର ସହ ନିଜ ପରିବାରର ସଦସ୍ୟମାନଙ୍କ ପାଇଁ ନୂଆଁ ପୋଷାକ କିଣିବା ସହ ନିଜ ନିଜ ପ୍ରିୟ ପରିଜନଙ୍କ ପାଇଁ ଉପହାର କିଣିବା ଏବଂ ନିଜ ଘର ସଜେଇବା ନିମନ୍ତେ ବଜାରରୁ ବିଭିନ୍ନ ସାଜସଜ୍ଜା ସାମଗ୍ରୀ କିଣି ଉକ୍ତ ଉତ୍ସଵ ପାଳନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ବଜାରରେ ଦୋକାନଗୁଡ଼ିକରେ ବଡ଼ବଡ଼ ଷ୍ଟାର, ଫୁଲମାଳ, ବିଭିନ୍ନ ସୁସଜ୍ଜିତ ସାମଗ୍ରୀ ବିକ୍ରି ପାଇଁ ରହିଥିବା ଦେଖିବାକୁ ମିଳୁଛି। ଜିଲ୍ଲାର ସମସ୍ତ ଚର୍ଚ୍ଚରେ ବଡ଼ଦିନ ପର୍ଵ ପାଳନ ହେବା ନେଇ ପ୍ରସ୍ତୁତି ଚାଲିଛି।ଏକ୍ସମାସ ପର୍ଵ ପୂର୍ବରୁ ବିଭିନ୍ନ ଅନୁଷ୍ଠାନରେ ପ୍ରି ଏକ୍ସମାସ ପର୍ଵ ପାଳନ ହେଉଥିବା ଦେଖି ବାକୁ ମିଳୁଛି। ଏହି ପ୍ରି ଏକ୍ସମାସ ଉତ୍ସବରେ ଏକ୍ସମାସ କେକ କାଟି, ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବାଣୀ ପଠନ କରିବା ସହ ପ୍ରାର୍ଥନା ଏବଂ ନାଚଗୀତର ଆସର ଜମିଥାଏ ।ଏକ୍ସମାସ ପର୍ଵ ପାଇଁ ବଜାରରେ ଭିଡ଼ ଦେଖୁବାକୁ ମିଳୁଛି। ବିଶେଷ କରି ଲୁଗା ଏବଂ ରେଡିମେଡି ଦୋକାନରେ ପ୍ରବଳ ଭିଡ଼ ରହୁଥିବା ଦେଖିବାକୁ ମିଳୁଛି। ବଡ଼ଦିନ ପାଳନ ପାଇଁ ରାଜ୍ୟ ବାହାର ଏବଂ ଜିଲ୍ଲା ବାହାରେ ରହୁଥିବା ସ୍ଥାନୀୟ ଅଞ୍ଚଳର ଖ୍ରୀଷ୍ଟଧର୍ମାଲମ୍ବୀ ପରିବାର ନିଜ ପରିବାର ପରିଜନ ସହ ମିଳିମିଶି ବଦଦିନ ପାଳନ କରିବ ପାଇଁ ନିଜ ଘରକୁ ଫେରିବାରେ ଲାଗିଛନ୍ତି। । ବେଶ ଆନନ୍ଦ ଉଲ୍ଲାସ ର ସହ ଚଳିତ ବର୍ଷ ବଡ଼ ଦିନ ପାଳନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ଯାଇଛି l ଅନ୍ୟପକ୍ଷରେ ବଡ଼ଦିନ ପର୍ବ ପାଳନ ପୂର୍ବରୁ ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକ

ଆୟୋଜନ କରି ସମସ୍ତ ଧର୍ମର ଲୋକଙ୍କୁ ଏକତ୍ରିତ କରି କିଭଳି ଶାନ୍ତି ଶୃଙ୍ଖଳାର ସହ ଭାଇଚାରାରେ ଏହି ପର୍ବ ପାଳନ ହେବ ତାପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି। ପୁଲିସ ପକ୍ଷରୁ ବଡ଼ଦିନ ପର୍ବ ପାଇଁ ମଧ୍ୟ ପ୍ରାକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସମସ୍ତ ଚର୍ଚ୍ଚ ପ୍ରାର୍ଥନା ଗୃହ ବୁଲି ତଦାରଖ କରିବା ସହ ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରିବା ନିମନ୍ତେ  ଯୋଜନା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like