-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଖେଳ

ମାଁ ତାରିଣୀ କ୍ରିକେଟ ଖେଳପଡିଆରେ ବି ସି ସି ଏଲ୍ ତରଫରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆରମ୍ଭ

23-Dec-2023



ଖପ୍ରାଖୋଲ (ବେଦବର ଛାତ୍ରୀଆ): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ  ଲହଡୁଙ୍ଗୁରୀ ମାଁ ତାରିଣୀ କ୍ରିକେଟ ଖେଳ ପଡ଼ିଆରେ ପ୍ରଥମ ବର୍ଷ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା।ଏହି ଖେଳ ରେ ୧୬ ଟି ଦଳ ଭାଗ ନେଇଥିଲେ। ବହୁତ ସୁନ୍ଦର ଭାବେ ୪ଦିନ ଧରି ଏହି ମ୍ୟାଚ୍ ଚାଲିଥିଲା। ଝୁଲେନବର ଏବଂ କଂସାପଲା ଉଭୟ ଟିମ୍ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଦୁଇ ଟିମ୍ ବହୁତ ସୁନ୍ଦର ଭାବେ ଖେଳିଥିଲେ ଓ କଂସାପଲା ଟିମ ବିଜୟ ହାସଲ କରିଥିଲେ।ଦର୍ଶକ ମାନେ ବହୁତ ମାତ୍ରାରେ ଉପସ୍ଥିତ ରହି ଖେଳର ମଜା ନେଉଥିଲେ। ଖେଳ ପରିସମାପ୍ତି ପରେ ଉଭୟ ଦଳକୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଯୁବ ସାମ୍ବାଦିକ ତଥା ସମାଜସେବୀ ବେଦବର ଛତ୍ରିଆ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ତାଙ୍କର ପୁରସ୍କୃତ ରାଶି ପ୍ରଦାନ କରିଥିଲେ। କ୍ରିକେଟ କମିଟିର ମନୋଜ ଭୋଇ,ରଞ୍ଜିତ ନାଗ,ପ୍ରଦୀପ ନାଗ, ନିରୋଜ ଭୋଇ, ଦିଲୀପ, ପିତାମ୍ବର ଭୋଇ, କାହ୍ନା, ଦଇତାରୀ ଲିଟି, ମୁନ୍ନା, ରାଜୁ ଖମାରୀ ଇନ୍ଦ୍ର ଭୋଇ ସମେତ ସମସ୍ତ କମିଟି ସଦସ୍ୟ ଉପସ୍ଥିତ ରହି ଏହି ଖେଳକୁ ପରିଚାଳିତ କରିଥିଲେ। ଲହଡୁଙ୍ଗୁରୀ ଗ୍ରାମରେ ପ୍ରଥମ ବର୍ଷ ପାଇଁ ଏହି ଟୁର୍ଣ୍ଣାମେଣ୍ଟ ହୋଇଥିଲା। ଆଗକୁ ପ୍ରତ୍ୟେକ ବର୍ଷ ଏଇପରି ବାର୍ଷିକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ହେବ ବୋଲି ଟିମ୍ ର ଅଧିନାୟକ କହିଥିଲେ । ପରିଶେଷରେ ଏକ ଖେଳ ପଡିଆ ଲହଡୁଙ୍ଗୁରୀରେ ତିଆରି କରିବା ପାଇଁ ପଞ୍ଚାୟତ କର୍ମୀ ଏବଂ ବ୍ଲକ ପ୍ରଶାସନଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ବେଦବର ଛତ୍ରିଆ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like