-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଖେଳ

ସର୍ବଭାରତୀୟ ଫିଡେ ରେଟିଂ ଚେସ୍ ପ୍ରତିଯୋଗିତା 

26-Dec-2023



 ବଲାଙ୍ଗୀର(ଦେବାଶିଷ ବହିଦାର) - ସ୍ଥାନୀୟ କିସ୍ ସ୍କୁଲ ପରିସରରେ ଜିଲ୍ଲା ଚେସ୍ ଏସୋସିଏସନ୍ ପକ୍ଷରୁ ଚାଲିଥିବା ଦ୍ୱିତୀୟ ସର୍ବଭାରତୀୟ ବଲାଙ୍ଗୀର ଫିଡେ ରେଟିଂ ଚେସ୍ ପ୍ରତିଯୋଗିତାର ଚତୁର୍ଥ ଦିବସରରେ ଷଷ୍ଠ ରାଉଣ୍ଡ ଖେଳ ଶେଷ ସୁଦ୍ଧା ସଜନ କୁମାର ନାୟକ(୬ପଏଣ୍ଟ) ଏକକ ଅଗ୍ରଣୀ ହାସଲ କରିଛନ୍ତି । ପଶ୍ଚିମବଙ୍ଗର ଅହିଲ ପାନ୍ଥ ୫.୫ ପାଏଣ୍ଟ ସହ ଦ୍ୱିତୀୟ ସ୍ଥାନ ଏବଂ ଫକୀର ମାଝୀ, ବିରଂଚି  ସାହୁ, ମନୀନ୍ଦ୍ର କାର୍ଜି ଓ ନରେନ୍ଦ୍ର ବେହେରା ପ୍ରତ୍ୟେକ ୫ ପଏଣ୍ଟ ସହ ତୃତୀୟ ସ୍ଥାନ ହାସଲ କରିଛନ୍ତି । ଆସନ୍ତାକାଲି ଏହି ପ୍ରତିଯୋଗିତା ସମାପ୍ତ  ହେବ । ୨୯.୧୨. ୨୩ ରୁ ୩୧.୧୨,୨୩ ପର୍ଯ୍ୟନ୍ତ ୧୬ଠଠ ରେଟିଂ ରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ ହେବ ବୋଲି ଜିଲ୍ଲା ଚେସ୍ ଏସୋସିଏସନ୍ ର ସଂପାଦକ ପ୍ରିୟବ୍ରତ ପଣ୍ଡା ସୂଚନା ଦେଇଛନ୍ତି । ସୁରେଶ ଚନ୍ଦ୍ର ସହୁ, ସନ୍ତୋଷ ମହାପାତ୍ର, ରାଜେଶ ମହାନ୍ତି, କ୍ଷୀରୋଦ୍ର ଦଲାଇ, ଦେବେନ୍ଦ୍ର ଯୋଶୀ ପ୍ରମୁଖ ଖେଳକୁ ପରିଚାଳନା କରିଥିଲେ । ଖେଳର ଆୟୋଜନରେ ସସ୍ମିତା ପଣ୍ଡା, ରାକେଶ ପାଣିଗ୍ରାହୀ, ଶେଷଦେବ ନାଏକ, ଅମିତ ତ୍ରିପାଠୀ, ଶୈଳେଶ ବାବୁ, ପ୍ରଦୀପ ସାହୁ, କରୁଣାକର ପାତ୍ର  ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like