-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଖେଳ

ସୁଜନ ନାଗ ଫୂଟବଲ ଟୁର୍ନାମେଣ୍ଟ, ପୁଲ୍ ବି ର ପ୍ରଥମ ମ୍ୟାଚ ରେ ରିଜ୍ୟୁଲ୍ ସ୍ପୋର୍ଟିଂ ବିଜୟୀ

11-Jan-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ ).ସ୍ଥାନୀୟ ରୟାଲପଡିଆ ଠାରେ ଚାଲିଥିବା ୧୧ ତମ ସୁଜନ ନାଗ ସ୍ମାରକୀ ରାଜ୍ଯ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଆଜି  ଚତୁର୍ଥ ଦିବସରେ ସ୍ପୋର୍ଟ ହଷ୍ଟେଲ ସମ୍ବଲପୁର ବନାମ ରିଜୁଲ ସ୍ପୋର୍ଟିଙ୍ଗ ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଆଜି ର ମ୍ୟାଚ ରେ ରୀଜୁଲ ସ୍ପୋର୍ଟିଙ୍ଗ  ୬-୨ ଗୋଲ ବ୍ୟବଧାନ ରେ ବିଜୟୀ ହୋଇ ସେମିଫାଇନାଲକୁ ପ୍ରବେଶ କରିଛି।, ଆଜି ର ମ୍ୟାଚ ରେ  ବେଷ୍ଟ ଗୋଲକିପର ଓମ ସାହୁ ,

ବେଷ୍ଟ ଡିଫେନ୍ସ ପ୍ରହଲ୍ଲାଦ ମାଝୀ
ବେଷ୍ଟ ଉଇଙ୍ଗର ଉମେଶ ଭୋଇ ବେଷ୍ଟ ମିଡଫିଲ୍ଡ ଆଦିତ୍ୟ ଓରାମ ସମ୍ବଲପୁର ଓ ମେନ ଅଫ ଦ ମ୍ୟାଚ୍ ଦେବରାଜ ସା  ,କାହ୍ନୁ ଚରଣ ମାରାଣ୍ଡି ଜିଲ୍ଲା ଆରକ୍ଷୀ ନିରୀକ୍ଷକ ସୁବର୍ଣ୍ଣପୁର  ଏହି ଖେଳ ରେ   ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ l  ଅନ୍ୟତମ ଅତିଥି ଭାବରେ ଗୋରେଖ ନାଥ ସାହୁ ,ନିଶାନ୍ତ ମହାନ୍ତି ,ଲୋକନାଥ ରଥ ,ଜୟକୁମାର ସାହା ଓ
ସୁଜିତ ସାହୁ ପ୍ରମୁଖ ଯୋଗଦେଇ ଥିଲେ। ନୀଳକଣ୍ଠ କହଁର
ଏବଂ ଆୟୋଜକ କମିଟି ର ଅଧ୍ୟକ୍ଷ ଜଳନ୍ଧର ଦୀପ 
ଅନ୍ୟତମ ଅତିଥି ଭାବରେ ଯୋଗ ଦାନ କରି ଥିଲେ l ଆଜିର ଖେଳ କୁ ଚିକୁ ବଡ଼ପଣ୍ଡା  ପରିଚଳନl କରିଥିବା ବେଳେ ଜଗତ ଜଗଦଳା,  ରାଜେଶ ଥାନାପତି,ପ୍ରଶାନ୍ତ ସେଠି ଲାଇନ୍ସମେନ ଭାବରେ ସହଯୋଗ କରି ଥିଲେ l  ତ୍ରିଲୋଚନ ସେନାପତି ମ୍ୟାଚ କମିଶନର ଭାବରେ ଦାଇତ୍ୱ ତୁଲାଇ ଥିଲେ l  ଆଲମ ଭୋଇ ଧାରା ବିବରଣୀ  ପ୍ରଦାନ କରି ଥିଲେ l  ପୁରସ୍କାର ବିବରଣୀ କାର୍ଯ୍ୟକର୍ମ କୁ ଏକାଡେମୀ ର ସଭାପତି ରାକେଶ ନାଗ ପରିଚାଳନା କରିଥିଲେ l  ଖଗେଶ୍ୱର, ଜନ୍ମେଜୟ,ଦୀପକ, ନେଉଳ, ରବି, ନଟ, ଭୁର୍ଷୁବ ପ୍ରମୁଖ ସହଯୋଗ କରି ଥିଲେ l
ଆସନ୍ତା କାଲି   ଦୋସ୍ତି  ସୁନ୍ଦରଗଡ ବନାମ   ବୀରମହାରାଜପୁର ଦଳ ମଧ୍ୟରେ ମ୍ୟାଚ୍ ଖେଳାଯିବ ବୋଲି ଆୟୋଜକ ରାକେଶ ନାଗ ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like