-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ଡୁମେରଚୁଆ ଡାମ୍ ପାଖରେ ଏକ ହାତୀ ଛୁଆ ର ମୃତ ଦେହ ଉଦ୍ଧାର ।

19-Dec-2020



ବଲାଙ୍ଗିର, କଣ୍ଟାବାଞ୍ଜି(ପ୍ରେରଣା ଖବର)
ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିକଟରେ ଥିବା ତୁମେରଚୁଆଁ ଡାମ୍ ପାଖରେ ଏକ ହାତୀ ଛୁଆ ର ମୃତ ଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପଇଛନ୍ତି । ଗତରାତ୍ରାରେ କଣ୍ଟାବାଞ୍ଜି ସହରରେ ଥିବା ୧୪ ନମ୍ବର ୱାର୍ଡ ମହାବୀର ରେସିଡେନ୍ସି ନିକଟରେ ୨୯  ହାତୀ ମଧ୍ୟ ରେ ୬ ଟି ଛୋଟ ଛୁଆ ଥିଲେ , ହାତୀ ପଲ ସହର ମୁହାଁ ହେଉଥିବା ସ୍ଥାନିୟ ଲୋକେ ଦେଖିବାକୁ ପାଇଥିଲେ ।ସ୍ଥାନୀୟ ଲୋକେ ବନ ବିଭାଗ କୁ ଖବର ଦେଇଥିଲେ ।  ବନ ବିଭାଗ ଅଧିକାରୀ ସଦଦେବ ବଦମାଲି ଫରେଶଟର ବିନୋଦ ବିହାରୀ ଧାରୁଆ,ପୋଲିସ ଏସଡିପିଓ ସରୋଜ କୁମାର ମହାପାତ୍ର ,ଥାନା ଅଧିକାରୀ ସତ୍ୟଜିତ କାନ୍ଦେକେଲ ଓ ସ୍ଥାନୀୟ ଲୋକେ ହାତୀ ପଲକୁ ଜଙ୍ଗଲ ଆଡକୁ ମୁହାଁଇବା ନେଇ ଉଦ୍ୟମ କରିଥିଲେ ଫଳରେ ହାତୀ ପଲ କଣ୍ଟାବାଞ୍ଜି ନିକଟରେ ଥିବା ତୁମେରଚୁଆଁ ଡ୍ରାମ ରାସ୍ତା ଦେଇ ଯାଉଥିବା ବେଳେ  ଡ୍ରାମ ପାଖରେ ଥିବା କାଦୁଅରେ ଫସି ଯାଇ ଏକ ହାତୀ ଛୁଆ ର ମୃତ୍ୟୁ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ଜଣାଯାଇଛି । ମୃତ ହାତୀ ଛୁଆ ର ବୟସ ପାଖାପାଖି ତିନି ରୁ ଚାରିମାସ ହେବ ବୋଲି ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ପୋଲିସ ଓ ବନ ବିଭାଗୀୟ ଅଧିକାରୀ ପହଂଚି ଉଦ୍ଧାର କାର୍ଯ୍ୟ କରୁଥିଲେ । ଉଦ୍ଧାର କାର୍ଯ୍ୟ ପରେ ପ୍ରାଣୀ ଚିକିତ୍ସାଳୟ ର ଡାକ୍ତର ସିଦ୍ଧାନ୍ତ କୁମାର ସେଠ ଓ ତାଙ୍କର କର୍ମଚାରୀ ଉପସ୍ଥିତ ରହି ମୃତ ଛୁଆ ର ଅସ୍ତପ୍ରଚାର କରିବା ପରେ ଛୁଆ ର ଶେଷ କ୍ରିୟା କରାଯାଇଥିଲା । ଡାକ୍ତର ଙ୍କ କହିବା ଅନୁଯାୟୀ ଛୁଆ ଟି ଚାଲି ଚାଲି ଥକି ଯାଇ ଓ କାଦୁଅରେ ଫଶି ଯାଇଥିବା ସନ୍ଦେହ ହୋଇଛି । ଅନ୍ୟ ପକ୍ଷରେ ଜଙ୍ଗଲ ଜମି ରେ ମନୁଷ୍ୟ ଜବରଦଖଲ ସହ ଜଙ୍ଗଲ କୁ କାଟି କାଟି ନଷ୍ଟ କରିବା ଘଟଣା ଅନେକ ଥର ସାମନା କୁ ଆସିଛି । ଏହା ପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି  ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like