-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ କଲେ ନୂତନ ଜିଲାପାଳ ଜେ. ସୋନାଲ

01-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ) ଯୋଗଦେଇଥିବା ନୂତନ ଜିଲ୍ଲାପାଳ ଜେ. ସୋନାଲ ଗୁରୁବାର ଅପରାହ୍ନ 4ଘଣ୍ଟା 30ମିନିଟ ସମୟରେ କଣ୍ଟାମାଳ ଗସ୍ତରେ ଆସି କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ କରିଛନ୍ତି l 5-ଟି ଓ ଆମ ଓଡିଶା ନବୀନ ଓଡିଶା ଯୋଜନାରେ କଣ୍ଟାମାଳ ଡାକ୍ତରଖାନା ର ରୂପରେଖ ବଦଳିଥିବା ରୂପାନ୍ତରିକରଣ କାର୍ଯ୍ୟର ତଦାରଖ କରିଛନ୍ତି ନୂତନ ନିଁଲ୍ଲାପାଳ ଶ୍ରୀ ସୋନାଲ   lଏହା ସହ କଣ୍ଟାମାଲ ଡାକ୍ତରଖାନାର ପରିମଳ ଓ  ସ୍ୱଚ୍ଛତା ନେଇ ଅସନ୍ତୋଷ ପ୍ରକାଶ କରିବା ସହ କର୍ମଚାରୀ ଓ ଅଧିକାରୀଙ୍କୁ ତାଗିଦ କରିଥିଲେ l ନୂତନ ଜିଲାପାଳ ଭାବେ ଜେ. ସୋନାଲ ଗତକାଲି ଦାୟିତ୍ୱ ଗ୍ରହଣ କରିଛନ୍ତି l ଦାୟିତ୍ୱ ଗ୍ରହଣ କରିବା ପରେ ଜିଲା ର ସ୍ୱାସ୍ଥ୍ୟ ସେବା କୁ ଗୁରୁତ୍ୱ ଦେଇଛନ୍ତି l କଣ୍ଟାମାଲ ଡାକ୍ତରଖାନା ପରିଦର୍ଶନ ସମୟରେ ରୋଗୀ, ରୋଗୀଙ୍କ ସମ୍ପର୍କୀୟ , ଡାକ୍ତର ଓ କର୍ମଚାରୀ ମାନଙ୍କ ସହ କଥା ହୋଇ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ l ଡାକ୍ତରଖାନା ପରିସରରେ କାର୍ଯ୍ୟକ୍ଷମ ହେବାକୁ ଥିବା ଆହାର କେନ୍ଦ୍ର ପରିଦର୍ଶନ ସହ ଚାଲୁ କରାଯିବା ନେଇ ପରାମର୍ଶ ଦେଇଥିଲେ l ତାଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ର,ମନମୁଣ୍ଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ମେଡିକାଲ ଅଫିସର ଡାକ୍ତର ମହେନ୍ଦ୍ର କୁମାର ସୋଏ,କଣ୍ଟାମାଲ ଡାକ୍ତରଖାନା ମେଡିକାଲ ଅଫିସର ଡାକ୍ତର ଜଗଦୀଶ ସେଠି , ବୌଦ୍ଧ ପୂର୍ତ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ଇଂ. ପ୍ରଭାତ କୁମାର ଦାଶ,କଣ୍ଟାମାଳ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଦୁଷ୍ମନ୍ତ କୁମାର ସାମଲ, କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର କୁମାର ଅlଚାରୀ ଅଧିକାରୀ , ଜିଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ରଙ୍କ ସମତେ ଅନ୍ୟ ଅଧିକାରୀ ଓ ମେଡିକାଲ କର୍ମଚାରୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like