-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME    ଅନ୍ୟାନ୍ୟ

ଘଣ୍ଟାପଡ଼ା ହାଇସ୍କୁଲକୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର,

02-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):ଶିକ୍ଷା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସମଲେଶ୍ଵରୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ ମିଳିଛି ୩ଟି ରାଜ୍ୟ ସ୍ତରୀୟ ଓ ୨ଟି ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରl ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମରେ ଗତ ୩୧/୧ବୁଧବାର ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବର୍ଣ୍ଣାଢ଼୍ୟ ଅଭିନନ୍ଦନ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକଙ୍କ କରକମଳରୁ ସମସ୍ତ ପୁରସ୍କାର ପ୍ରଦାନକରାଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିତବାସ ପଣ୍ଡାଙ୍କୁ ରାଜ୍ୟ ସ୍ତରୀୟ ଉତ୍ତମ ପ୍ରଧାନ ଶିକ୍ଷକ ପୁରସ୍କାର, ହାଇସ୍କୁଲକୁ ରାଜ୍ୟ ସ୍ତରୀୟ ଉତ୍ତମ ମାଧ୍ୟମିକ ସ୍କୁଲ ପୁରସ୍କାର, ବିଦ୍ୟାଳୟ ପରିଚାଳନା କମିଟିକୁ ରାଜ୍ୟ ସ୍ତରୀୟ ଉତ୍ତମ ବିଦ୍ୟାଳୟ ପରିଚାଳନା କମିଟି ପୁରସ୍କାର, ବିଜ୍ଞାନ ଶିକ୍ଷକ ଆକାଶ ମେହେରଙ୍କୁ ଜିଲ୍ଲା ସ୍ତରୀୟ ଶିକ୍ଷକ ପୁରସ୍କାର ଓ ଦଶମ ଶ୍ରେଣୀରେ ଏ-୧ ଗ୍ରେଡ଼ରେ ଉର୍ତ୍ତୀର୍ଣ୍ଣ ହୋଇଥିବା ଛାତ୍ର ସାଗର ମଲିକଙ୍କୁ ଉତ୍ତମ ଛାତ୍ର ପୁରସ୍କାର ମିଳିଛି l ଉକ୍ତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ପଞ୍ଚାୟତରାଜ, ପାନୀୟଜଳ ଓ ସୂଚନା ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା,୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ ଓ ସଚିବ ଅଶ୍ବତୀ ଏସ୍ ଯୋଗଦେଇ ଏହା ପ୍ରଦାନ କରିଥିଲେ l ପୁରସ୍କାର ଗ୍ରହଣ ସମୟରେ ପ୍ରଧାନ ଶିକ୍ଷକ ଶ୍ରୀ ପଣ୍ଡା, ଶିକ୍ଷକ ଆକାଶ ମେହେର, ପରିଚାଳନା କମିଟି ସଦସ୍ୟ ଶ୍ରୀପତି ମଲିକ , ସହକାରୀ ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ଛାତ୍ର ସାଗର ମଳିକ ଉପସ୍ଥିତ ଥିଲେ l ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି lସ୍ଥାନୀୟ ବିଧାୟକ ମହିଧର ରଣା, ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦ୍ରା କୁଜୁର , କଣ୍ଟାମାଳ ବିଡିଓ ସାମି ଜୟଶ୍ରୀ ରେଡି, ମୋ ସ୍କୁଲ ଅଭିଯାନ ଅଧ୍ୟକ୍ଷ ସୁଶାନ୍ତ ମାଝୀ ପ୍ରଧାନଶିକ୍ଷକ ଶ୍ରୀ ପଣ୍ଡାଙ୍କୁ ଫୋନ ଯୋଗେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like