-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ବିଶ୍ୱ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ସମାରୋହରେ କବି ମାନଙ୍କୁ ସମ୍ମାନୀତ*

03-Feb-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଲକ  କାର୍ଯ୍ୟାଳୟ ପରିସରରେ  ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ସିଧା ପ୍ରସାରଣ ଶନିବାର ଅନୁଷ୍ଠିତ ହୋଇଯାଇଛି  |  ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଯୋଗଦେଇ ଉଦବୋଧନ ଦେଇଥିଲେ | ପୂର୍ବାହ୍ନ ୧୧ ଘ. ସମୟରେ “ବନ୍ଦେ ଉତ୍କଳ ଜନନୀ” ସଙ୍ଗୀତ ଗାନ କରାଯାଥିଲା | ପରେ ଡାବୁଗାଁ ବ୍ଲକ ର କବୟତ୍ରୀ କବି ମାନେ ଯଥା:- ଅଧ୍ୟାପକ ରମେଶ ଚନ୍ଦ୍ର ନାହାକ, ଅବସରପ୍ରାପ୍ତ ଶିକ୍ଷକ ଅଜୟ ବଲ୍ଲଭ ପଣ୍ଡା, ଶିକ୍ଷକ ସୁବ୍ରତ ମହାନ୍ତି, ଶିକ୍ଷୟତ୍ରୀ ସନ୍ଧ୍ୟାରାଣୀ ହୋତା, ଗିରିଶବାଳା ଜେନା, ବିଷ୍ଣୁପ୍ରିୟା କରସୁଧା ପଟ୍ଟନାୟକ ଏବଂ ସୁଷମା ପାଣିଗ୍ରାହୀ, ସୂରଥ ଚନ୍ଦ୍ର ଜେନା ପ୍ରମୁଖଙ୍କୁ ଅତିଥି ମାନଙ୍କ ଦ୍ଵାରା ସମ୍ମାନୀତ କରାଯାଇଥିଲା | ଏଥିରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲା ପରିଷଦ ସଭ୍ୟ ଧନ ସିଂ ଭତରା ଓ ଗୁପ୍ତ ବିଶୋଇ,  ବିଡିଓ ଶରତ ମାଝି, ଏବିଡିଓ  ପଦ୍ମନାଭ ତ୍ରିପାଠୀ,  ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ଓ ଜନସାଧାରଣ ମାନେ  ଉପସ୍ଥିତ ଥିଲେ | ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like