-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ନାରାୟଣପ୍ରସାଦରେ ବୌଦ୍ଧ ପୋଲିସର ଜନମୈତ୍ରୀ କାର୍ଯ୍ୟକ୍ରମ ମାଓବାଦୀଙ୍କୁ ଏସପି ଙ୍କ ଖୋଲାଚାଲେଞ୍ଜ ଆତ୍ମସମର୍ପଣ କର ନ ହେଲେ କାର୍ଯାନୁଷ୍ଠାନ

04-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ନାରାୟଣପ୍ରସାଦ ପଞ୍ଚାୟତର ନାରାୟଣପ୍ରସାଦ ଖେଳ ପଡିଆରେ ବୌଦ୍ଧ ଜିଲା ପୋଲିସ ପକ୍ଷରୁ ଶନିବାର ଦିନ ୧୦ଟା ସମୟରେ ଏକ ଜନମୈତ୍ରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସାଧାରଣ ଲୋକଙ୍କ ମଧ୍ୟରେ ମାଓବାଦୀଙ୍କ ଅସାମାଜିକ, ଅସାମ୍ବିଧାନିକ କାର୍ଯ୍ୟ ନେଇ ସଚେତନ କରାଯିବା ଉଦ୍ଦେଶ୍ୟରେ ଜନମୈତ୍ରୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l କାର୍ଯ୍ୟକ୍ରମରେ ବୌଦ୍ଧ ଜିଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ଯୋଗଦେଇ

ମାଓବାଦୀଙ୍କ କାର୍ଯ୍ୟକଳାପ ନେଇ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଇଥିଲେ l ଏହାସହ ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ରହିଥିବା ସରକାରୀ ପୁନର୍ବାସ ଓ ଥଇଥାନ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହିତ ମାଓବାଦୀ ବିଚାରଧାରାର ଯୁବକଯୁବତୀ ଆତ୍ମସମର୍ପଣ କଲେ ୪ଡ଼ିସିମିଲ ଘରଡ଼ିହ, ଆବାସ ଗୃହ ସହିତ ପାଠପଢା ଖର୍ଚ୍ଚ, ବିବାହ ଆଦି ବିଭିନ୍ନ ସରକାରୀ ସହାୟତାର ବନ୍ଦୋବସ୍ତ କରାଯିବ ବୋଲି

କହିଥିଲେ l ଏହି ଅବସରରେ ଉପସ୍ଥିତ ବୃଦ୍ଧବୃଦ୍ଧାଙ୍କୁ ଧୋତି,ଶାଢ଼ୀ ଓ ଶୀତବସ୍ତ୍ର ଆଦି ବଣ୍ଟନ କରାଯାଇଥିଲା l ଏବଂ ଉଡେନ ଓ ନାରାୟଣପ୍ରସାଦ ଗ୍ରାମର ଖେଳାଳୀ ମାନଙ୍କୁ ନେଇ ଭଳିବଳ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା l ପ୍ରତିଯୋଗିତାର ବିଜେତା ନାରାୟଣପ୍ରସାଦ ଏବଂ ଉପବଜେତା ଉଡେନ ଦଳକୁ ଟ୍ରଫି ସହିତ ଖେଳ ସାମଗ୍ରୀ ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମରେ ନୂତନ ଆଇପିଏସ ବିନୋଦ ପଟେଲ, ଏସଡିପିଓ କୈଳାଶ ଚନ୍ଦ୍ର ସେଠି, ନାରାୟଣପ୍ରସାଦ ସରପଞ୍ଚ ତାରାକାନ୍ତୀ ମାଝୀ, ଘଣ୍ଟାପଡ଼ା ଥାନାଧିକାରୀ ବଳଭଦ୍ର ଗଣ୍ଡା, ଏସଆଇ ବିଶ୍ଵାମିତ୍ର ଲୋଇଙ୍କ ସମତେ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like