-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||     

HOME   ରାଜ୍ୟ

କାମାକ୍ଷାନଗର: ଛଅଟି ଏସ୍କାଭେଟର୍ ମେସିନ୍ ପୋଡ଼ିଦେଲେ ଦୁର୍ବୃତ୍ତ

20-Dec-2020



(ପ୍ରେରଣା ଖବର) କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାର ଅଁଳାବେରେଣି ଠାରେ ଓଟିପିସିଏଲର ବିସ୍ଥାପିତଙ୍କ ପାଇଁ ତିଆରି ହେଉଥିବା ଟାଉନସିପ୍ ଆବାସ ସ୍ଥଳରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଦୁର୍ବୃତ୍ତ ଜଳିଦେଇଛନ୍ତି ମାଟି ଖୋଳାରେ ବ୍ୟବହାର ହେଉଥିବା ଏସ୍କାଭେଟର୍ ମେସିନ୍।
ଗତକାଲି ବିଳମ୍ବିତ ରାତିରେ ଏପରି କାଣ୍ଡ ଘଟିଛି। କାମରେ ଲାଗିଥିବା ୧୧ଟି ଏସ୍କାଭେଟର୍ ମେସିନ୍ ମଧ୍ୟରୁ ୬ଟି ସଂପୂର୍ଣ୍ଣ ପୋଡ଼ି ଯାଇଛି। ଗତକାଲି ରାତି ପ୍ରାୟ ୪ଟା ସମୟରେ କୌଣସି ଦୁର୍ବୃତ୍ତ ଏପରି କାଣ୍ଡ ଭିଆଇଥିବା ଠିକାଦାରମାନେ ସନ୍ଦେହ କରୁଛନ୍ତି। ପୋଡ଼ିଯାଇଥିବା ମେସିନ ସମ୍ପର୍କରେ ଆମକୁ ସୂଚନା ଦେଇ ଠିକାଦାର ହିମାଂଶୁ ଦାସ କହିଛନ୍ତି କୌଣସି ଦୁର୍ବୃତ୍ତ ଏପରି କାଣ୍ଡ ଭିଆଇଛନ୍ତି। ସୂଚନା ପାଇ କାମାକ୍ଷାନଗର ଦମକଳ ବାହିନୀ ଟିମ୍ ପହଞ୍ଚି ନିଆଁ ଲିଭାଇଛି। କିନ୍ତୁ ୬ ଟି ମେସିନ୍ ପୂରା କ୍ଷତିଗ୍ରସ୍ତ ହୋଇଛି। ଘଟଣା ସମ୍ପର୍କରେ ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିକୁ ଜଣାଯିବାରୁ ଫାଣ୍ଡି ଅଧିକାରୀ ଘଟଣାସ୍ଥଳ ଅନୁଧ୍ୟାନ କରିଛନ୍ତି। ଦୁର୍ବୃତ୍ତଙ୍କୁ ଧରାଯିବ ବୋଲି ପଣ୍ଡୁଆ ଫାଣ୍ଡି ଅଧିକାରୀ କହିଛନ୍ତି। ଓଡ଼ିଶା ଥର୍ମାଲ ପାୱାର କର୍ପୋରେସନ ଲିମିଟେଡର ନୂଆ ଏକ କାରଖାନା ଅଁଳାବେରେଣି ନିକଟରେ ସ୍ଥାପନ ପାଇଁ କାମ ଆଗେଇ ଚାଲିଛି। ଏହାକୁ ଲୋକେ ବିରୋଧ କରୁଥିଲେ। ଏହାରି ଭିତରେ ଟାଉନସିପ୍ ନିର୍ମାଣସ୍ଥଳରେ ଏପରି ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026

You Might Also Like