-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦଯାପିତ

05-Feb-2024



ବଲାଙ୍ଗୀର, (ପ୍ରେରଣା ଖବର) ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦଯାପିତ ହୋଇଯାଇଛି l କଟାପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରାଧ୍ୟାପିକା ଡ଼ ଭଗବତୀ କର ' ପଶ୍ଚିମ ଓଡ଼ିଶା ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ' କହିଲେ ଯେ ଜଗନ୍ନାଥ ହେଉଛନ୍ତି ଓଡ଼ିଶାର ଆରାଧ୍ୟ ଦେବତା, ପରିଚୟ, ଅସ୍ମିତା, ଜଗତର ଠାକୁର ହେଇଥିଲେ ବି ତାଙ୍କୁ ମଧ୍ୟ ନିଜକୁ ବଚେଇବା ପାଇଁ ବିଭିନ୍ନ ସ୍ଥାନରେ ଆତ୍ମଗୋପନ କରିବାକୁ ପଡ଼ିଥିଲା, ବର୍ଗୀ ଆକ୍ରମଣ ସମୟରେ ସେ ଦୀର୍ଘ ବର୍ଷ ପାତାଳୀ ଶ୍ରୀକ୍ଷେତ୍ରରେ ଆତ୍ମଗୋପନ କରିଥିଲେ, ଭାଟଲି ଦଧିବାମନ ଭାବେ ଏବେ ବି ପୂଜା ପାଉଛନ୍ତି , ତାଙ୍କୁ ବିଶ୍ୱାସ କରିବା ଆମର ଆଧ୍ୟାତ୍ମିକ ପରାକାଷ୍ଠା ବୋଲି କହିଥିଲେ | ସେହି ଭଳି ଡ଼. ଅଶୋକ କୁମାର ମହାପାତ୍ର 'ସାଂପ୍ରତିକ ସମୟରେ ଓଡ଼ିଆ ଭାଷା ଓ ସାହିତ୍ୟ ' ଉପରେ ବିଶଦ ଆଲୋଚନା କରି, ଭାଷାକୁ ସମୃଦ୍ଧ ଓ ସୁରକ୍ଷିତ କରିବା ଆମର ଉତ୍ତର ପିଢ଼ି ପାଇଁ ଧ୍ୟେୟ ହେବା ଉଚିତ ବୋଲି କହିଥିଲେ, ଭାଷାକୁ ବ୍ୟବହାର କଲେ, ସଠିକ ଉଚ୍ଚାରଣ କଲେ ଆମର ଓଡ଼ିଆତ୍ୱ ରହିବ ବୋଲି କହିଥିଲେ | ଅନ୍ୟତମ ଆଲୋଚକ ଅଧ୍ୟାପକ ହୃଷୀକେଶ ଦାସ ଓଡ଼ିଆ ଜାତି ଓ ନୀଳ କନ୍ଦରର ନୀଳ ଗୋସେଇଁ ଉପରେ ଆଲୋଚନା କରି ଜଗନ୍ନାଥଙ୍କ ଉତ୍ପତ୍ତି, ବିକାଶ ଓ ବିଭିନ୍ନ ସମୟରେ ତାଙ୍କ ରହସ୍ୟମୟ ଲୀଳା ଉପରେ କହିଥିଲେ, ସେହିଭଳି ଜଗନ୍ନାଥ ମନ୍ଦିରର ବିଭିନ୍ନ ଦିଗ ଉପରେ ଦୃଷ୍ଟିପାତ କରିଥଲେ | ଅନ୍ୟତମ ସାହିତ୍ୟିକ ଆନନ୍ଦ ଚନ୍ଦ୍ର ସାହୁ  ଓ ଡ଼. ଜଗନ୍ନାଥ ସାହୁ ମୁଁ କାହିଁକି ଲେଖେ ର ଉତ୍ତର ଦେଇ ଜଣେ ସମ୍ବେଦନଶୀଳ ମଣିଷ, ପ୍ରେମିକ ମଣିଷ ହିଁ ପ୍ରକୃତ କବି ବୋଲି ନିଜ ନିଜ ଲେଖକୀୟ ଜୀବନ ସମ୍ପର୍କରେ କହି ଛାତ୍ର ଛାତ୍ରୀ ମାନଙ୍କୁ ଅନୁପ୍ରେରିତ କରିଥିଲେ | ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠତ ଏହି କାର୍ଯ୍ୟ କ୍ରମରେ ଶତାଧିକ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |ବିଭିନ୍ନ ପବିଷୟକୁ ନେଇ ହେଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା | ଡ଼. କୌତୁକ ପନ୍ଦର ସଭାକୁ ପରିଚାଳନା କରିଥିବା ବେଳେ ଡ଼. ରମଣୀ ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ |ଡ଼ ଅମୃତ ସିଂ ବରିହା,ଡ଼ ଅଶୋକ କୁମାର ମହାରଣା, ଅମିତୋଷ୍ ତ୍ରିପାଠୀ, ରାମ ଶଙ୍କର ମେହେର, ପୁରୁଷୋତ୍ତମ କିଶାନ, ମଳୟ କଅଁର, ବିଶ୍ବଭୂଷଣ ବିଶ୍ଵାଳ, ନୀଳକଣ୍ଠ ନାଗ, ଅଧ୍ୟାପିକା ବନ୍ଦନା ବାର୍, ମଧୁସ୍ମିତା ମିଶ୍ର,ରିଚା ବିଶ୍ଵାଳ, କ୍ଷୀରୋଦିନୀ ଭୁଏ, ରଶ୍ମିତା ପ୍ରଧାନ, ଅମୃତା ମହାପାତ୍ର, ଈଶ୍ୱରୀ ଇପ୍ସିତା,ଅଞ୍ଜଳି ସିଂ, ଛାତ୍ରୀ ଗାର୍ଗୀ ଗିରିଜା ବୋହିଦାର ଅନ୍ୟାନ୍ୟ ପ୍ରମୁଖ ସଭାରେ ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like