-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

‘ମଦଦ୍’ ଅଭିଯାନରେ ସାମିଲ୍ ହେଲେ ଅଭିନେତା ଚନ୍ଦନ କର

05-Feb-2024



ଭୁବନେଶ୍ଵର(ଅମୃତ ନନ୍ଦ ): ସାମାଜିକ ଅନୁଷ୍ଠାନ ‘ ୟୁଥ୍ ଫର ଭଲ୍ୟୁଣ୍ଟାରୀ ୱାର୍କ’ ତରଫରୁ ଜାରି ରହିଥ‌ିବା ମଦଦ୍ ଅଭିଯାନରେ ସାମିଲ୍ ହୋଇଛନ୍ତି ଜଣାଶୁଣା ଅଭିନେତା ତଥା ସମାଜସେବୀ ଓ କର ଫାଉଣ୍ଡେସନ୍‌ର ଅଧ୍ଯକ୍ଷ ଚନ୍ଦନ କର । ମନୁଷ୍ୟ ଏକ ସାମାଜିକ ପ୍ରାଣୀ । ଏହି ସମାଜରେ ଜଣେ ଅନ୍ୟ ଜଣର ସୁଖ ଦୁଃଖର ସାଥୀ ହୋଇ ସୁସ୍ଥ ସମାଜ ଗଠନ କରିବା ନିହାତି ଆବଶ୍ୟକ । ସମଜାସେବାକୁ ନିଜର କର୍ତ୍ତବ୍ୟ ଭାବି ଆତ୍ମତୃପ୍ତି ଲାଭ କରିବା କଥା । ବିଭିନ୍ନ ପୂଜାମଣ୍ଡପ ସଜାଇବା ପାଇଁ ଓ ଅନ୍ୟାନ୍ୟ ପର୍ବପର୍ବାଣୀରେ କୋଟି କୋଟି ଟଙ୍କା ଆଦାୟ ହୋଇପାରୁଥିଲେ ହେଁ ଜଣେ ଗରିବ ଲୋକଟି ମେଡିକାଲ୍‌ରେ ପଡ଼ିଥିଲେ ଚିକିତ୍ସା ପାଇଁ କିଛି ହଜାର ଆଦାୟ କରିବା କଷ୍ଟସାଧ୍ୟ । ତେଣୁ ଲୋକମାନଙ୍କ ମଧ୍ୟରେ ସମାଜସେବାର ଚେତନା ସୃଷ୍ଟି କରିବା ପାଇଁ ‘ମଦଦ୍’ ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ଆଜି ସାମିଲ୍ ହୋଇ ଶ୍ରୀଯୁକ୍ତ କର ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ଅନୁଷ୍ଠାନ ତରଫରୁ ଭୁବନେଶ୍ଵରର ବିଭିନ୍ନ ବସ୍ତିମାନଙ୍କରେ ଶିକ୍ଷାଦାନ କାର୍ଯ୍ୟକ୍ରମ ‘ଆସ ପଢିବା ସମାଜ ଗଢ଼ିବା’ କାର୍ଯ୍ୟକ୍ରମକୁ ଆଗକୁ ନେବାପାଇଁ ଆର୍ଥିକ ସାହାଯ୍ୟ ଅନୁଷ୍ଠାନର କୋଷାଧ୍ଯକ୍ଷ ମିର୍ ମେହେଫୁଜ୍ ଅଲ୍ଲୀଙ୍କୁ ପ୍ରଦାନ କରି ଏହି ଅଭିଯାନରେ ସାମିଲ ହେଲେ । ଏଠାରେ ପ୍ରକାଶଥାଉକି, ଅଭିନେତା ଚନ୍ଦନ କର ପେଶାରେ ଜଣେ ସଫ୍ଟୱେର ଇଂଜିନିୟର ହେଲେ ମଧ୍ୟ ନିଶା ସମାଜସେବା । ‘କର ଫାଉଣ୍ଡେସନ୍' ନାମକ ଏକ ସଂଗଠନ କରି ଅସହାୟ, ଗରିବ ପିଲାମାନଙ୍କ ଶିକ୍ଷା, ସ୍ଵାସ୍ଥ୍ୟ ପ୍ରଭୃତିରେ ସାହାଯ୍ୟ କରିଥାଆନ୍ତି । ତତ୍‌ସହ ବୁଡ଼ିଯାଉଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ନୂଆ ଧାରାକୁ ଆଣିବା ପାଇଁ ଭାରତରବର୍ଷର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ଜୀବନ କାହାଣୀ ଉପରେ ମହର୍ଷି ନାମକ ଏକ ଚଳଚ୍ଚିତ୍ର କରି ଲୋକମାନଙ୍କ ମନରେ ଆଦୃତି ଲାଭ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm