-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ସମ୍ପର୍କିତ ଆଲୋଚନା

08-Feb-2024



ବଲାଙ୍ଗୀର: ଆଜି ଅତିରିକ୍ତ ଜିଲ୍ଲାପାଳ, ବଲାଙ୍ଗିର (ସାଧାରଣ) ଡାଃ.ବିଜୟାନନ୍ଦ ସେଠିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ଜିଲ୍ଲାପାଳଙ୍କ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଥିଲା l ବଲାଙ୍ଗିର ଜିଲ୍ଲାର ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଉପସ୍ଥିତିରେ ପୁଙ୍ଖାନୁପୁଙ୍ଖ ଭାବେ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଆଲୋଚନା କରାଯାଇଥିଲା ।  ସେକ୍ଟର ଅଧିକାରୀ, ପୋଲିଂ ଅଧିକାରୀ ତଥା ବୁଥସ୍ତରୀୟ ଅଧିକାରୀଙ୍କୁ ନେଇ ଆଗାମୀ ଦିନରେ ପର୍ଯ୍ୟାୟକ୍ରମେ ଟ୍ରେନିଂ ସହ ବୁଥ ଗୁଡିକର ସ୍ଥିତି ଓ

ପରିବହନ ବ୍ୟବସ୍ଥା, ଜରୁରୀକାଳୀନ ଭିତ୍ତି ଭାବେ ଆଗାମୀ ଦିନରେ ହେବାକୁ ଥିବା ନିର୍ବାଚନର ସମସ୍ତ ନିର୍ବାହ କାର୍ଯ୍ୟଗୁଡିକ ଯଥାଶୀଘ୍ର ସମାପନ କରିବା ପାଇଁ କହିଥିଲେ ।  ଏହି ବୈଠକରେ ପିଡି, ଡୂଡା, ପ୍ରଫୁଲ୍ଲ କୁଜର, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ବଲାଙ୍ଗୀର ତାରିଣୀ ସୁନା , ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମଦନଜିତ ହୋତା, ଆଞ୍ଚଳିକ ପରିବହନ ଅଧିକାରୀ ରାଜେଶ ମାରଣ୍ଡୀ, ଜେ ସି ସି ଟି  ଓ ଜି ଏସ୍ଫ ଟି କିର ମୋହନ ଶତପଥୀ, ଏ ସି ନିର୍ବାଚନ ଫାଲଗୁଣୀ ଶବର, ସହକାରୀ ଜିଲ୍ଲାପାଳ ସୋନିୟାଶ୍ରୀ ମଲ୍ଲିକ, ଘନଶ୍ୟାମ ମୁଣ୍ଡ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଟିଟିଲାଗଡ ରାଜେନ୍ଦ୍ର ମାଝି, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଅତିରିକ୍ତ ତହସିଲଦାର, ଡେପୁଟି କଲେକ୍ଟର, ଟିଟିଲାଗଡ ପ୍ରମୁଖ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026

You Might Also Like