-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଜିଲ୍ଲା

ଡାକ୍ତର ନାରାୟଣୀ ପଣ୍ଡା ଙ୍କୁ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ତରଫରୁ ସମ୍ବର୍ଦ୍ଧନା*

08-Feb-2024




     ସମ୍ବଲପୁର-( ସଂଜୀବପାଣିଗ୍ରାହୀ)  . ଡ . ନାରାୟଣୀ ପଣ୍ଡା, ଆଜି ଅଞ୍ଚଳ ରେ ଜଣେ ଚର୍ଚ୍ଚିତ ଚେହେରା । ଦୀର୍ଘ ବର୍ଷ ଡାକ୍ତର ଭାବେ ସେବା ଯୋଗେଇ ସମ୍ବଲପୁର ରେ ନିଜର ସ୍ବତନ୍ତ୍ର ପରିଚୟ ହାସିଲ କରିଥିଲେ । ଚାକିରି ରୁ ଅବସର ଗ୍ରହଣ କରିବା ପରେ ଜୀବନ ରେ ଯାହାକିଛି ଅର୍ଜନ କରିଥିଲେ ସେସବୁକୁ ସେ ସମାଜର ବିକାଶ ପାଇଁ ଦାନ କରିଦେଇଛନ୍ତି । ଅପରିକି ନିଜ ବାସଗୃହ କୁ ମଧ୍ଯ ସମ୍ବଲପୁର ସରକାରୀ ମହିଳା ମହାବିଦ୍ୟାଳୟ କୁ ଛାତ୍ରାବାସ କରିବା ଉଦ୍ଦେଶ୍ୟ ରେ ଦାନ କରିଦେଇଛନ୍ତି । 
    ଏଭଲି ଜଣେ ଦେବ ତୁଲ୍ୟ ମହିଳା ସାମାଜିକ କର୍ମୀ ଙ୍କୁ ଅଞ୍ଚଳର ଅଗ୍ରଣୀ ସାମାଜିକ ସଙ୍ଗଠନ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ତରଫରୁ ଗୁରୁବାର ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଥିଲା । ପଶ୍ଚିମାଞ୍ଚଳ ଏକତା ମଞ୍ଚ ର କର୍ମକର୍ତ୍ତାଗଣ ମାନେ ଗୁରୁବାର  ତାଙ୍କ ଭୂତାପଡ଼ା ସ୍ଥିତ ବାସଭବନ ଯାଇ   ତାଙ୍କୁ ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।
     ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ର ମହିଲା ଶାଖା ସହ ସଂଯୋଜିକା ଝୁନୁ ତ୍ରିପାଠୀ ଙ୍କ ନେତୃତ୍ବ ରେ ହୋଇଥିବା ଆଜି ର ଏହି ବିଶେଷ କାର୍ଯ୍ୟକ୍ରମ ରେ ପଙ୍କଜିନି ମେହେର, କାନ୍ତି ମେହେର, ସୁଜାତା ଗୁରୁ, ସ୍ଵସ୍ତିକା ନାୟକ, ତୃପ୍ତିମୟୀ ପଣ୍ଡା, ଯୁବ ସଂଯୋଜକ ଦେବାଶିଷ ବେହେରା, ମୁଖ୍ଯ ସଂଯୋଜକ ମାନସ ରଞ୍ଜନ ବକ୍ସି, ଆବାହକ ଭବାନୀଶ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like