-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ନବାଗତ ଛାତ୍ରୀ ଙ୍କ ପାଇଁ ଆଗମନ ଉତ୍ସବ ପାଳନ

10-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ବିଜୁ ପଟ୍ଟନାୟକ ଡ଼ିଗ୍ରୀ ମହିଳା ମହା ବିଦ୍ୟାଳୟ ର ପ୍ରଥମ ବର୍ଷ ର ନବାଗତ ହଷ୍ଟେଲ ଛାତ୍ରୀ  ଙ୍କୁ ଆଗମନ ଉତ୍ସବ ମାଧ୍ୟମ ରେ ସ୍ୱାଗତ କରାଯାଇଥିଲା l ଏଥିରେ ଜଗନ୍ନାଥ ସଂସ୍କୃତି ଓ ସୁବର୍ଣ୍ଣପୁର ଇତିହାସ ଉପରେ ଆଲୋଚନା କରଯାଇଥିଲା l  ଏଥିରେ ମୁଖ୍ୟ ଅତିଥି ଭାବେ କଲେଜ ପରିଚାଳନା କମିଟି ର ସଭାପତି ଅଭିମନ୍ୟୁ କୁଶଳ ଯୋଗ ଦେଈ ଛାତ୍ରୀ ଙ୍କୁ ଶୁଭ ଓ ସଫଳତା କାମନା କରିଥିଲେ l ମୂଖ୍ୟ ବକ୍ତା ଭାବେ ଐତିହାସିକ ସୁଦାମ ନାଏକ ଯୋଗ ଦେଇ ଜଗନ୍ନାଥ ସଂସ୍କୃତି ଓ ସୋନପୁର ଇତିହାସ ଉପରେ ବିସ୍ତାର ଭାବେ ଆଲୋଚନା କରିଥିଲେ l ଛାତ୍ରୀ ଓ ଅଧ୍ୟାପକ ଙ୍କ ପକ୍ଷରୁ ବିଭିନ୍ନ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହି ଥିଲା l ଡ଼ିଗ୍ରୀ କଲେଜ୍ ର ସମସ୍ତ ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ ନାଚ ପରିବେଷଣ କରାଯାଉଥିଲା l ଅଧ୍ୟକ୍ଷା ରିତା ରାଣୀ ପୁଝାରୀ ଙ୍କ ସଭାପତିତ୍ବ ରେ ସଭା ଅନୁଷ୍ଟିତ ହୋଇଥିବା ବେଳେ ଅଧ୍ୟାପିକା ପୁର୍ଣିମା ମିଶ୍ର, ବରିଷ୍ଠ କିରାଣୀ ଚେର ବୁଈ ହୋତା ଅତିଥି ଭାବେ ଯୋଗ ଦେଇଥିଲେ l ସିନିଅର ଛାତ୍ରୀ ଶୀବାନି ପଣ୍ଡା ସଭା ସଂଯୋଜନl କରିଥିବା ବେଳେ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ଅଧ୍ୟାପକ ଦୁଃଖିଶ୍ୟlମ୍ ମେହେର ଉତ୍ସବ ର ଆଭିମୁଖ୍ୟ ଉପରେ ଆଲୋଚନା କରିଥିବା ବେଳେ ମଦନ ପଣ୍ଡା, ପ୍ରଦୀପ୍ତ ଦାଶ ସହଯୋଗ କରିଥିଲେ l  ହଷ୍ଟେଲ ର ରୋଷେୟା ଶ୍ରୀ ଦେବୀ ଓ ଭୁଦେବୀ ଉଭୟ ଙ୍କୁ ସମ୍ୱର୍ଦ୍ଧନା କରାଯାଇଥିଲl l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like