-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ପାଲିଆ ଠାରେ କିଶୋରୀ ମେଳା ୨୦୨୩-୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Feb-2024



ନବରଙ୍ଗପୁର( ମିହିର ଶଙ୍କର ପାତ୍ର,) ରାଜ୍ୟ ସରକାରଙ୍କ  ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରତ୍ୟେକ  ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ତଥା କିଶୋରୀ ମେଳା ୨୦୨୩-୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଲେ ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ପାଲିଆ ପଞ୍ଚାୟତ ଠାରେ ପାଲିଆ ସେକ୍ଟଟର ସୁପର ଭାଇଜର ଶ୍ରୀମତୀ ମିଥୁଲା ଦଣ୍ଡସେନାଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଝରୀଗାଁ ସି ଡି ପି ଓ ଶ୍ରୀମତୀ ବିରଜା ମୋହିନୀ ପାଙ୍ଗି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଲେ ପାଲିଆ ସରପଞ୍ଚ ଶ୍ରୀମତୀ ରାଧା ସାନ୍ତା, ପୂର୍ବତନ ସରପଞ୍ଚ ପବିତ୍ର ସାନ୍ତା, ସମାଜସେବୀ ରମେଶ ହରିଜନ, ହରେକୃଷ୍ଣ ଦଣ୍ଡସେନା, ପ୍ରଫୁଲ୍ଲ ନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ରହିଥିଲେ |ରାମସା-୧ ଅଙ୍ଗନବାଡି କର୍ମୀ ଶ୍ରୀମତୀ କୁନ୍ତଳା ହରିଜନ ମଞ୍ଚ ପରିଚାଳନା କରିଥିବା ବେଲେ ଅନ୍ୟ ସମସ୍ତ ଅଙ୍ଗନବାଡି କର୍ମୀମାନେ କାର୍ଯ୍ୟକ୍ରମକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ |ଶ୍ରୀମତୀ ପାଙ୍ଗି ଉପସ୍ଥିତ କିଶୋରୀ ବାଳିକା ମାନଙ୍କୁ କିଶୋରୀ ବାଳିକା ମାନଙ୍କ ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ପ୍ରାଞ୍ଜଳ ଭାବେ ବୁଝେଇବା ସହିତ ସରକାରଙ୍କ ସମସ୍ତ ଯୋଜନାର ପୁରା ଲାଭ ନେବାପାଇଁ କହିଥିଲେ |ସୁପରଭାଇଜର ଶ୍ରୀମତୀ ଦଣ୍ଡସେନା ତଥା ଉପସ୍ଥିତ ସମସ୍ତ ଅତିଥିମାନେ ଝିଅ ମାନଙ୍କୁ ମୋବାଇଲ ଠାରୁ ଦୁରେଇ ରହିବା, ପିତାମାତା ଓ ଅବିଭାବକ ମାନଙ୍କ କଥା ମାନି ଚଲିବା, ଗୁରୁଜନ ତଥା ବୟଜୈଷ୍ଠ ମାନଙ୍କ ସମ୍ମାନ କରିବା,ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନଯିବା,ବାଲ୍ୟ ବିବାହ କୁ ମନା କରିବା,ମନ ଲଗେଇ ପାଠପଢିବା ଓ ଏକ ଭଲ ମଣିଷ ହୋଇ ନିଜ ପିତାମାତା ଓ ଗ୍ରାମ, ପଞ୍ଚାୟତ, ବ୍ଲକ ତଥା ଜିଲ୍ଲାର ନା ରଖିବାକୁ ଉପଦେଶ ଦେଇଥିଲେ |କିଶୋରୀ ବାଳିକା ମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା, ମ୍ୟୁଜିକ ଚେୟାର, ପୁଚି ଖେଳ ଆଦି ପ୍ରତିଯୋଗିତା ସବୁର ଆୟୋଜନ କରାଯାଇଥିଲା |ପ୍ରତିଯୋଗିତା ସବୁରେ ଭାଗନେଇ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବାଳିକା ମାନଙ୍କୁ ଅତିଥି ମାନଙ୍କ ହସ୍ତରେ ପୁରସ୍କୃତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like