-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ପୋଲିସ ର କୂମ୍ବିଂ ଅପରେସନ ଜାରି, ମାଓବାଦୀ ଙ୍କ ଛତ୍ରଭଙ୍ଗ

20-Dec-2020



 କନ୍ଧମାଳ, (ପ୍ରେରଣା ଖବର ବ୍ୟୁରୋ) : କନ୍ଧମାଳରେ ନକ୍ସଲ ଏବଂ ପୋଲିସ ମଧ୍ୟରେ ଗୁଳି ବିନିମୟ ହେବା ସହିତ  ବିପୁଳ ଅସ୍ତ୍ରଶସ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି । ଦୁଇ ଦିନ ଧରି ଚାଲିଥିବା ଅପରେସନ ପରେ  ଜବତ ସାମଗ୍ରୀକୁ ନେଇ ପୋଲିସ ବିଭାଗ ପକ୍ଷରୁ ପ୍ରେସ ମିଟ କରାଯାଇ ସୂଚନା ପ୍ରଦାନ କରାଯାଇଛି । 

ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଇଛି ଯେ ନକ୍ସଲ ଙ୍କ ଉପସ୍ଥିତି ନେଇ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ୧୫ ତାରିଖ ସନ୍ଧ୍ୟାରେ ଏସଓଜି ଏବଂ ଡିଭିଏଫ ପକ୍ଷରୁ ଅପରେସନ ଆରମ୍ଭ କରାଯାଇଥିଲା । କନ୍ଧମାଳ ଜିଲ୍ଲାର ଗୋଚ୍ଛାପଡା ଅନ୍ତର୍ଗତ ବିରେଣୀ ଗ୍ରାମରେ ଏହି ଏନକାଉଣ୍ଟର ସଙ୍ଗଠିତ ହୋଇଥିଲା । ମାଓବାଦୀଙ୍କ ସହିତ ପୋଲିସର ଏନକାଉଣ୍ଟର ଦୁଇ ଦିନ ଧରି ଚାଲିଥିଲା । ମାଓବାଦୀ ମାନେ ଏନକାଉଣ୍ଟର ସମୟରେ ଭଲ ସ୍ଥାନରେ ରହିଥିବା କାରଣରୁ ପୋଲିସକୁ ଏହି ଅପରେସନରେ ଅନେକ କଠିନ ପରସ୍ଥିତିର ସାମ୍ନା କରିବାକୁ ପଡିଥିଲା । ତେବେ ପୋଲିସ ଉପଯୁକ୍ତ ରଣନୀତି ସହିତ ନିଜକୁ ବଞ୍ଚାଇ ପ୍ରତି ଆକ୍ରମଣ କରିଥିଲା । ପୋଲିସର ପ୍ରତି ଆକ୍ରମଣରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ବେଳେ ମାଓ କ୍ୟାମ୍ପରୁ ପୋଲିସ ଦୁଇଟି ଦେଶୀ ବନ୍ଧୁକ ଜବତ କରିଥିଲା । ଏହା ସହିତ ଏକ ଟ୍ରାନ୍ସମିଟର ରେଡିଓ, ଔଷଧ, କପଡା ଏବଂ ରାସନ ସାମଗ୍ରୀ ମଧ୍ୟ ଜବତ କରିଥିଲା । ସେହିପରି ଏହି ଆକ୍ରମଣ ସହିତ ସମ୍ପୃକ୍ତି ଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖିଛି । ଉକ୍ତ ବ୍ୟକ୍ତିଙ୍କ ସମ୍ପୃକ୍ତିକୁ ନେଇ ଯାଞ୍ଚ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like