-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||     

HOME   ବିଶେଷ

ଜିଲ୍ଳା ଓ ରାଜ୍ୟର କିଛି ପ୍ରମୁଖ ଖବର

20-Dec-2020



ନବରଙ୍ଗପୁର- ୩୧ ଟି ଧାନ ଗଦାରେ ନିଆଁ ଲାଗି ପୋଡି ପାଉଁଶ। ଖୋଳାରେ ରଖାଯାଇଥବା ୧୪ ଜଣ ଚାଷୀଙ୍କ ୧ ହଜାର କୁଇଣ୍ଟାଲରୁ ଉର୍ଦ୍ଧ୍ବ ଧାନ ଫସଲ ନଷ୍ଟ। ଡାବୁଗାଁ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିବାରେ ନିୟୋଜିତ। ଡାବୁଗାଁ ଥାନା ରାମଣାଗୁଡା ଗାଁର ଘଟଣା

ବଣାଇଁ -   ଚାନ୍ଦିପୋଷ ଥାନା ଅନ୍ତର୍ଗତ ବୀରତୋଳା ଘାଟରେ ବ୍ରାହ୍ମଣୀ ନଦୀ କୂଳରେ ଭୋଜି କରିବାକୁ ଆସିଥିବା କୁଡlପଡା ଗ୍ରାମର ଅଶୋକ ମହାନ୍ତ ତାଙ୍କ ସାଙ୍ଗଙ୍କ ସହିତ ଆସି ଭୋଜି କରିବାକୁ ଆସି ନଦୀରେ  ବୁଡି ଗଲେ l ଅଗ୍ନିଶମ ବାହିନୀ ସହଯୋଗରେ ଅଶୋକଙ୍କ ମୃତ ଦେହ ଉଦ୍ଧାର

ଫୁଲବାଣୀ : କନ୍ଧମାଳ ପୋଲିସକୁ ପୁଣି  ମିଳିଲା ସଫଳତା  ଗୋଛlପଡ଼l ଥାନା ଅନ୍ତର୍ଗତ ବିରେଣୀ ଗ୍ରାମ ନିକଟ ଜଙ୍ଗଲ ରେ  ଏସ୍. ଓ. ଜୀ ଓ DVF ମିଳିତ କୋମ୍ବିଂ ଅପରେଶନ କରୁଥିବା ବେଳେ ମାଓ ସହ ଗୁଳି ବିନିମୟ l ଛତ୍ରଭାଙ୍ଗ ଦେଲେ ମାଓବାଦୀ l  ମାଓ କ୍ୟାମ୍ପ ଠାବ ସହ ପୋଲିସ ମିଳିଲା ମାଓ ସାମଗ୍ରୀ l ଜଣେ ମିଲିସିଆ ଅଟକ  l ପଚରା ଉଚରା କରୁଛି ପୁଲିସ

ଅନୁଗୁଳ - ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ନୂଆପଡା ଜଙ୍ଗଲରେ ଦନ୍ତା ହାତୀ ମୃତ । ଶିକାର ପାଇଁ ଖଞ୍ଜା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ସୂଚନା l

ନନ୍ଦନକାନନ ପ୍ରଣୀ ଉଦ୍ୟନକୁ ଅସିଲା 8 ନୂଆ ଅତିଥି l ଜନ୍ତୁ ଅଦଳ ବଦଳ ପ୍ରକ୍ରିୟାରେ ମଧ୍ୟପ୍ରଦେଶ ଇନ୍ଦୋର ର କମଳା ନେହେରୁ  ପ୍ରାଣୀ ସଂଗ୍ରହାଳୟରୁ ଅଣାଗଲା l ସୂଚନା ଦେଲେେ କର୍ତୃପକ୍ଷ l  


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026

You Might Also Like