-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଜିଲ୍ଲା

କାଣ୍ଡେଲ ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବର

21-Feb-2024



(କେଶବ ମେହେର)
କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ଗ୍ରାମ ପଞ୍ଚାୟତ ଠାରେ  ବୁଧବାର  ଦିନ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ପାର୍ବତୀ ଶର୍ମା ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ଝସକେତନ ସାହୁ ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ଉକ୍ତ କାର୍ଯ୍ୟ କ୍ରମ  ମୁଖ୍ୟ ଅତିଥି ଭାବେ କେସିଙ୍ଗା  ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ପଦ୍ମନାଭ ପୁରୋହିତ, ସମ୍ମାନିତ ଅତିଥି ଭାବରେ ବିଜୁ ଜନତା ଦଳ ମହିଳା ଜିଲ୍ଲା ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ,ବିଜୁ ଜନତା ଦଳ ବରିଷ୍ଠ ଯୁବ ରାଜ୍ୟ ଉପ ସଭାପତି ଶ୍ରୀଯୁକ୍ତ ମଣ୍ଠୁ ନାଏକ , ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସିଦ୍ଧେଶ୍ଵର ମେହେର GPO ଶ୍ରୀଯୁକ୍ତ ଲମ୍ବୁ ଶିଖା,ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ  ଦୁଇ  ନମ୍ବର ଜୋନ ଜିଲ୍ଲା ପରିଷଦ ଶ୍ରୀ ନରୋତ୍ତମ ଭାଟି , ସ୍ଥାନୀୟ ସମିତି ସଭ୍ୟା ଶ୍ରୀମତୀ ପୂର୍ଣ୍ଣମୀ କହର, ସମବାୟ ସମିତି ସଭାପତି ଶ୍ରୀ ତ୍ରିପୁର ନାଏକ,ସ୍ଥାନୀୟ ନାଏକ ସରପଞ୍ଚ ଶ୍ରୀ ବ୍ରଜବନ୍ଧୁ ନାଏକ,ଉକ୍ତ ଗ୍ରାମ ପଞ୍ଚାୟତ ର GRS ,ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା ଶ୍ରୀ ହେମନ୍ତ କୁମାର ମାଝୀ lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like