-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

ଆଦିବାସୀ ଙ୍କ ଉପରେ ମକଦ୍ଦମା ପ୍ରତ୍ୟାହାର ଆଦେଶ ଦେଲେ ମୁଖ୍ୟମନ୍ତ୍ରୀ

22-Feb-2024



ଭୁବନେଶ୍ବର / ବଲାଙ୍ଗିର:  ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀ ଭାଇ ଭଉଣୀ ମାନଙ୍କ ଉପରେ ଥିବା ଅବକାରୀ, ପୋଲିସ, ଜଙ୍ଗଲ ବିଭାଗ ର ମକଦ୍ଦମା ଗୁଡିକୁ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ଆଦିବାସୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା  ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା ଆଦିବାସୀ ମାନଙ୍କ ମଧ୍ୟରେ ଆନନ୍ଦ ର ଲହରୀ ଖେଳି ଯାଇଛି l ଅବକାରୀ ବିଭାଗ, ଗୃହ ବିଭାଗ ଏବଂ ଜଙ୍ଗଲ ବିଭାଗ ଦ୍ୱାରା ଆଦିବାସୀ ମାନଙ୍କ ବିରୁଦ୍ଧରେ ଥିବା ମାମଲା ଗୁଡିକୁ ପ୍ରତ୍ୟାହାର କରିବା ପାଇଁ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ଏବଂ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ବହୁ ଆଗରୁ ଦାବୀ ହୋଇଆସୁଥିଲା  l ଆଦିବାସୀ ମାନଙ୍କ ତରଫରୁ ଅନେକ ଥର ସ୍ମାରକପତ୍ର ପ୍ରଦାନ କରାଯାଇଥିଲା lଆଦିବାସୀ ମାନଙ୍କ ଉପରୁ ମକଦ୍ଦମା ପ୍ରତ୍ୟାହାର ଆଦେଶ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ମହାସଂଘ ର ନେତା ବାଳକୃଷ୍ଣ ଶବର, ଭଦ୍ର ଚରଣ କିସାନ, ଅକ୍ଷୟ କୁମାର ଭୋଇ, ରାଜେନ୍ଦ୍ର ରାଉତ, ପରମାନନ୍ଦ ମାଝୀ,ମୋହନ ଲାଲ କିସାନ, ଲମ୍ବୋଦର ସିଂ, ଯୋଗେନ୍ଦ୍ର ଭୋଇ, ଗୋପୀନାଥ ମାଝୀ, ଅର୍ଜୁନ ଭତ୍ରା, ଶ୍ୟାମ ସୁନ୍ଦର ଭୋଇ, ପ୍ରକାଶ ମାଝୀ, ଭାନୁ ପ୍ରତାପ ସିଂ ମାଝୀ, ପଦ୍ମନ ପ୍ରଧାନୀ, ନିମାଇଁ ଝାଙ୍କର, ସନ୍ତୋଷ ପୁଟା, ପlଳେଶ୍ୱର ଭୋଇ, ମକର୍ଧ୍ଵଜ ନାଏକ, ଘାସିରାମ ସlମୁଟିକା, ଶିବ ମାଝୀ, ଜିତୁ ଜାକାଶିକା, ଉଷ୍ମନ ମୁଣ୍ଡା, ସୁଦାମ ଭୋଇ, ବନଳତା ମାଝୀ, ଲକ୍ଷ୍ମୀ ଶବର,ଭୁବନେଶ୍ୱର କୁଅର,ଚୌବନ ମାଝୀ, ବିସିକେଶନ ଯାନୀ, ଚନ୍ଦ୍ରଶେଖର ବାଗ, ସାରଥୀ ବାଗ ଦଶରଥ ଛତ୍ରିଆ ପ୍ରମୁଖ କୃତଜ୍ଞତା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like