-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

ନର୍ଲା ଧରିତ୍ରୀ ସାମ୍ବାଦିକ ଙ୍କ ପିତୃ ବିୟୋଗ l

22-Feb-2024



ନର୍ଲା (ଦିପକ  କୁମାର ସାହୁ)
 ନର୍ଲାରେ କାର୍ଯ୍ୟରତ ଧରିତ୍ରୀ ଖବର ନର୍ଲ। ପ୍ରତିନିଧି ସାମ୍ବାଦିକ ସନ୍ତୋଷ ପାତ୍ର ଙ୍କ ପିତୃ ବିୟୋଗ ଘଟିଛି l ତାଙ୍କ ବାପା ହୃଷିକେଶ ପାତ୍ର ଦୀର୍ଘ ଦିନରୁ ସ୍ୱାସ୍ଥ୍ୟ ଗତ ସମସ୍ୟା ଯୋଗୁଁ ଶଯ୍ୟାଶାୟୀ ଥିଲେ l ତାଙ୍କର  ଗୁରୁବାର ଭୋର୍  ସକାଳୁ ପରଲୋକ ହୋଇଯାଇଛି।ସେ ଜଣେ ମେଳାପୀ ଓ କର୍ତ୍ତବ୍ୟ ପରାୟଣ ବ୍ୟକ୍ତି ଥିଲେ।ସେ ତାଙ୍କର ଜୀବନ ସାରା ଲୋକଙ୍କ ସେବା କରୁ ଥିଲେ ସେ ମଧ୍ୟ ଜଣେ ଧର୍ମ ପରାୟଣ  ଜଗନ୍ନାଥ ସେବକ ବ୍ୟକ୍ତି ଥିଲେ ତାଙ୍କ ମୃତ୍ୟୁରେ ନର୍ଲା ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।  ତାଙ୍କ ମୃତ୍ୟ ର ଖବର ପାଇଲା ପରେ ନର୍ଲା ପ୍ରେସ ଏସୋସିଏସନ ର ସଭାପତି ଦୀପକ ସାହୁ,ଉପସଭାପତି ଚିନ୍ତାମଣି ନାୟକ ଙ୍କ  ସମେତ ସମସ୍ତ ସଦସ୍ୟ ତାଙ୍କ ବାସଭବନରେ ପହଞ୍ଚି  ଶୋକାକୁକ ପରିବାର କୁ ସାନ୍ତ୍ବନା ଦେଇଥିଲେ  ଏବଂ.ରାଜ୍ୟ ବିଜେଡି ସମ୍ପାଦକ ବାବୁଲି ମଣ୍ଡଳ , ଜିଲ୍ଲା ବିଜେପି ସଭାପତି ଆର୍ତତ୍ରାଣ ମହାପାତ୍ର ତାଙ୍କ ମୃତ୍ୟୁ ଖବର ଶୁଣି  ଗଭୀର ଶୋକ ବ୍ୟକ୍ତ କରିଛନ୍ତି l  ମୃତ୍ୟୁ ସମୟରେ ତାଙ୍କ ଦୁଇ ପୁଅ  ସହ ପୁତ୍ର ବଧୁ ପରିବାରର ସମସ୍ତ ସଦସ୍ୟ ଓ ନିକଟ ସମ୍ପର୍କୀୟ ଉପସ୍ଥିତ ଥିଲେ l ବଡ଼ ପୁଅ ସନ୍ତୋଷ ପାତ୍ର ମୁଖାଗ୍ନି ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like