-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ସ୍ଵାବଲମ୍ବୀ କାରିଗର ମାନଙ୍କ ପ୍ରାପ୍ୟ ବୃଦ୍ଧି ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି

23-Feb-2024



5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ,

 ଭୁବନେଶ୍ବର,(ପ୍ରେରଣା ଖବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ।  ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic)  ଉପକୃତ ହେବେ।

 

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।

 

ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତ ମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like