-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||     

HOME   ଜିଲ୍ଲା

ଖଲିଆପାଲି ମହିମାପୀଠରେ ସାରସ୍ୱତ ମାଘମେଳା... ଖଲିଆପାଲି ଅଞ୍ଚଳ ସହିତ ମହିମାପୀଠର ଭିତ୍ତିଭୂମିର ବିକାଶ କରାଯାଉଛି- ମନ୍ତ୍ରୀ ନିରଞ୍ଜନ

24-Feb-2024



ସୋନପୁର (ପ୍ରେରଣା ଖବର )ମାଘମାସ ଚତୁର୍ଦ୍ଦଶୀରେ ସୁବର୍ଣ୍ଣପୁର ଜିଲ୍ଲା ଖଲିଆପାଲି ସ୍ଥିତ ସନ୍ଥକବି ଭୀମଭୋଇଙ୍କ ସାଧାନା,ସିଦ୍ଧି ଓ ସମାଧିପୀଠଠାରେ ସାରସ୍ୱତ ମାଘମେଳା ଅନୁଷ୍ଠିତ ହୋଇଯାଇଛି ।

ଭୀମଭୋଇ ସମାଧିପୀଠ ଟ୍ରଷ୍ଟ ଓ ଜିଲ୍ଲାପ୍ରଶାସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସୋନପୁର ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣମନ୍ତ୍ରୀ ନିରଂଜନ ପୂଜାହାରୀ ଯୋଗଦେଇ କହିଛନ୍ତି ଯେ,ସୁବର୍ଣ୍ଣପୁର ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନସ୍ଥଳି ମହିମାପୀଠ ଓ ଖଲିଆପାଲି ଅଞ୍ଚଳର ଭିତ୍ତିଭୂମିର ବିକାଶ କରାଯାଉଛି । ଖଲିଆପାଲିକୁ ସବୁଦିଗରୁ ଗମନାଗମନର ସୁବିଧା ପାଇଁ ଉନ୍ନତ ରାସ୍ତାନିର୍ମାଣ କରାଯାଇଛି lଏବେ ଅଙ୍ଗନଦୀରେ ଆଉ ଏକ ପୋଲ ନିର୍ମାଣ ପାଇଁ ଟେଣ୍ଡର ହୋଇଛି ବୋଲି ସୂଚନା ଦେଇଛନ୍ତି । ସେହିପରି ମହିମାପୀଠର ଉନ୍ନତିକରଣ ପାଇଁ ପର୍ଯ୍ୟଟନ ବିଭାଗ ୫୦ଲକ୍ଷ ଟଙ୍କାର ଅନୁଦାନ ଦେଇଥିବା ବେଳେ ୫ଟି ସଚିବଙ୍କ ପରିଦର୍ଶନ ପରେ ଆଉ ୭୦ଲକ୍ଷ ଟଙ୍କାର ଅନୁଦାନ ପାଇଁ ପ୍ରସ୍ତାବ ଦିଆଯାଇଥିବା

ମନ୍ତ୍ରୀ କହିଥିଲେ । ସମାଧିପୀଠ ଟ୍ରଷ୍ଟର ମେନେଜିଂଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲଙ୍କ ସଭାପତିତ୍ୱ ଓ ସାମ୍ବାଦିକ ମାନଭଞ୍ଜନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସାରସ୍ୱତ ସମାରୋହରେ ସମ୍ମାନୀତ ଅତିଥି ଭାବରେ ସୋନପୁର ଉପଜିଲ୍ଲାପାଳ ସୁବ୍ରତ ପଟ୍ଟନାୟକ ଓ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ ଯୋଗଦେଇଥିଲେ । ମେନେଜିଂଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ ବିବରଣୀ ପଠନ କରିଥିଲେ ।  ଟ୍ରଷ୍ଟ ପକ୍ଷରୁ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମିହିରଚନ୍ଦ ମଲ୍ଲିକଙ୍କୁ ଭୀମଭୋଇ ସ୍ମୃତିସମ୍ମାନ,କବି ଆର୍ତ୍ତତ୍ରାଣ ବାବୁଙ୍କୁ ଭୀମଭୋଇ ସାହିତ୍ୟ ସମ୍ମାନ,ଡ.ଶଙ୍କର ରାମଚନ୍ଦାନୀଙ୍କୁ ଭୀମଭୋଇ ଯୁବପ୍ରତିଭା ସମ୍ମାନ,ଭକ୍ତ ଠାକୁର ସୁନାଙ୍କୁ ଭୀମଭୋଇ ମହିମା ସମ୍ମାନ,ବନବାସ ମେହେରଙ୍କୁ ଭୀମଭୋଇ କଳା ସମ୍ମାନ ଓ ସୁଶ୍ରୀ ପ୍ରାଚୀପରମିତା ସାହୁଙ୍କୁ ଭୀମଭୋଇ କ୍ରୀଡାସମ୍ମାନ ପ୍ରଦାନ କରାଯାଇଥିଲା । ଏହି ଅବସରରେ

 

ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ସମାଧିପୀଠ ଟ୍ରଷ୍ଟର ମୁଖପତ୍ର ମହିମା ପତ୍ରିକାକୁ ଅତିଥିଗଣ ଉନ୍ମୋଚନ କରିଥିଲେ । ଗତ ୨୧ ତାରିଖ ଠାରୁ ଆରମ୍ଭ କରି ଏହି ମାଘମେଳା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ରହିଛି । ପ୍ରତିଦିନ ଭୀମଭୋଇ କଳାମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପ୍ରଦର୍ଶନ କରାଯାଉଛି । ଆଜି ବିଶିଷ୍ଟ ସିନେ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ମଧ୍ୟ ଆସି ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସେପଟେ ମାଘମେଳା ପାଇଁ ମହିମାଧର୍ମିଙ୍କ ଭିଡ ପରିଲକ୍ଷିତ ହୋଇଛି । ହଜାର ହଜାର ସଂଖ୍ୟାରେ ଭକ୍ତ ଓ ମହିମା ସାଧୁସନ୍ଥମାନେ ବହୁ ଦୂରଦୂରାନ୍ତରୁ ଆସି ସନ୍ଥକବି ଭୀମଭୋଇଙ୍କ ସମାଧି ମନ୍ଦିରରେ ଦର୍ଶନ କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026

You Might Also Like