-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   (12-Nov-2026)       ||      କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||     

HOME   ଜିଲ୍ଲା

ବାରପାହାଡ ଜଙ୍ଗଲରୁ ହାତୀର ପଚାଶବ ଉଦ୍ଧାର... ରାସାୟନିକ ସାରମିଶା ମହୁଲପୋଚରୁ ମୃତ୍ୟୁ ସନ୍ଦେହ 

21-Dec-2020



ମେଣ୍ଡା,(ପ୍ରେରଣା ଖବର)-ବଲାଙ୍ଗୀର ଓ ସୋନପୁର ଜିଲ୍ଲାର ସୀମାରେ ଲାଗିରହିଥିବା ବାରପାହାଡ ରିଜର୍ଭ ଜଙ୍ଗଲରୁ ଏକ ଛୋଟହାତୀର ମୃତଦେହକୁ ଆଜି ଜଙ୍ଗଲବିଭାଗ ଉଦ୍ଧାର କରିଛି । ହାତୀଟିର ବୟସ ଦୁଇବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଗତକାଲି ରାଜପାଲି ଗ୍ରାମର କିଛି ଯୁବକ ଜଙ୍ଗଲକୁ ଭୋଜି କରିବାକୁ ଯାଇଥିବା ବେଳେ ହାତୀ ଶବରୁ ଗନ୍ଧ ବାହାରୁଥିଲା । ସେମାନେ ଏନେଇ ତିଲେଇମାଲ ଫରେଷ୍ଟରକୁ ଖବର ଦେଇଥିଲେ । ତିଲେଇମାଲ ଫରେଷ୍ଟର ଅଜୟ ବାରା ସଦଳବଳେ ପହଞ୍ଚି ବାରପାହାଡ ଦେବୀଙ୍କ ଗୁମ୍ଫାର ଉପରପଟେ ପଡିଥିବା ହାତୀର ଶବକୁ ଉଦ୍ଧାର କରିଥିଲେ । ପରେ ଫରେଷ୍ଟରଙ୍କଠାରୁ ଖବର ପାଇ ସୋନପୁର ଏସିଏଫ ପ୍ରଫୁଲ୍ଲ ଧରୁଆ,ରେଞ୍ଜର,ମେଣ୍ଡା ଫାଣ୍ଡି ଅଧିକାରୀ ଓ ସିଡିଭିଓ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିଲେ ହେଁ ହାତୀପଲ ଗତ ଦୁଇଦିନ ହେଲା ଡୁଙ୍ଗୁରିପାଲି ଥାନା ଅଞ୍ଚଳର ଡୁମେରଖୋଲ ଅଞ୍ଚଳରେ ରହୁଥିଲେ । ଡୁମେରଖୋଲ ଗ୍ରାମର କିଛିଲୋକ ଜଙ୍ଗଲଭିତରେ ବେଆଇନ ମଦ ରାନ୍ଧୁଛନ୍ତି । ସେଥିପାଇଁ ଝରଣା ପାଖରେ ମହୁଲ ପୋଚ ରଖିଥିବା ଓ ତାକୁ ହାତୀ ଖାଇଥିବା କୁହାଯାଉଛି । ଫଲରେ ଫୁଡ ପଏଜନିଂ ହୋଇ ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । କିନ୍ତୁ ଶବର ପୋଷ୍ଟମର୍ଟମ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଏସିଏଫ ଶ୍ରୀ ଧରୁଆ କହିଛନ୍ତି । ପ୍ରକାଶ୍ୟ ଯେ,ସୋନପୁର ରେଞ୍ଜ ଅନ୍ତର୍ଗତ ବାରପାହାଡ ଜଙ୍ଗଲରେ ଗତ ୨୫ବର୍ଷ ହେଲା ଏକ ୩୦ଟିକିଆ ହାତୀପଲ ରହି ଆସୁଛନ୍ତି । ସେମାନେ ତରଭସ ଥାନା,ଡୁଙ୍ଗୁରିପାଲି ଥାନା ଓ ବିନିକା ଥାନା ଅଞ୍ଚଳରେ ବ୍ୟାପକମାତ୍ରାରେ ଚାଷିଙ୍କର ଫସଲ ନଷ୍ଟ କରୁଛନ୍ତି । ବିଭିନ୍ନ ସମୟରେ ଗାଁକୁ ପଶି ଧନଜୀବନ ନଷ୍ଟ କରୁଛନ୍ତି । ପୂର୍ବରୁ ମଧ୍ୟ ଡାହିମାଲ ଓ କନ୍ଧପାଲିରେ ଦୁଇଟି ହାତୀର ମୃତ୍ୟୁ ହୋଇସାରିଛି । ଧାନ ଫସଲ ଅମଳ ସମୟରେ ଲୋକଙ୍କ ମଧ୍ୟରେ ହାତୀ ଭୟ ରହୁଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଚିନିକଳର ପୁନରୁଦ୍ଧାର ପାଇଁ ଅମିତ ଶାହଙ୍କ ପ୍ରତିଶ୍ରୁତି : ବାୟୋ-ଇଥାନଲ୍‌ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ବରଗଡ଼ ଆସିବାକୁ ସାଂସଦ ପ୍ରଦୀପ ପୁରୋହିତଙ୍କ ନିମନ୍ତ୍ରଣ   12-Nov-2026
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026

You Might Also Like